Advertisment

Police SI Exam Scam: ଫେକ୍ ପରୀକ୍ଷା ହେଉଥିଲା କେମିତି?

ଖୁବଶୀଘ୍ର ଖୋଲିବ ସିଲିକନ୍ ଟେକ୍ ସହ OPRBର କାରନାମା। ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ । ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀ ମାନେ ନିଜ ନିଜ ପକ୍ଷ ରଖିବେ।

SI Exam Scam

SI Exam Scam Photograph: (OTV)

Advertisment

ପୋଲିସ ଏସଆଇ ପରୀକ୍ଷା ସ୍କାମ ମାମଲାରେ ତନାଘନା କରୁଛି ସିବିଆଇ। ଖୁବଶୀଘ୍ର ଖୋଲିବ ସିଲିକନ୍ ଟେକ୍ ସହ OPRBର କାରନାମା। ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ ।

Advertisment

ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀ ମାନେ ନିଜ ନିଜ ପକ୍ଷ ରଖିବେ। ପରୀକ୍ଷାର୍ଥୀ ମାନେ ହାଜର ହେବା ପରେ ସେମାନଙ୍କ ଠାରୁ ତଥ୍ୟ ହାସଲ କରିବ ସିବିଆଇ। ଯେଉଁ ତଥ୍ୟ ମିଳିବ ତା ଆଧାରରେ ତଦନ୍ତର ଦିଗ ଆଗକୁ ବଢାଇବ ସିବିଆଇ। ପୂର୍ବରୁ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଥିଲା ସିବିଆଇ। 

ପୋଲିସ SI ପରୀକ୍ଷା ସ୍କାମ ମାମଲାରେ CBIର ତନାଘନା 
ଖୁବଶୀଘ୍ର ଖୋଲିବ ସିଲିକନ୍ ଟେକ୍ ସହ OPRBର କାରନାମା
ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା CBI
CBI ଅଫିସରେ ହାଜର ହୋଇ ନିଜ ପକ୍ଷ ରଖିବେ ପରୀକ୍ଷାର୍ଥୀ 
ପରୀକ୍ଷାର୍ଥୀ ମାନେ ହାଜର ହେବା ପରେ ତଥ୍ୟ ହାସଲ କରିବ CBI 
ଯେଉଁ ତଥ୍ୟ ମିଳିବ ତା ଆଧାରରେ ତଦନ୍ତର ଦିଗ ଆଗକୁ ବଢିବ 
ପୂର୍ବରୁ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଥିଲା CBI   

Advertisment
CBI Scam Odisha Police SI Exam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ