6
Advertisment
ଭୁବନେଶ୍ୱର: ବାତ୍ୟା ‘ଫୋନି’ରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ଆଜି ଓଡ଼ିଶା ଆସୁଛି କେନ୍ଦ୍ରୀୟ ଟିମ୍। ବାତ୍ୟା ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି।
Advertisment
କେନ୍ଦ୍ର ଶକ୍ତି ସଚିବଙ୍କ ନେତୃତ୍ୱରେ ଏହି ଟିମ୍ ଓଡ଼ିଶା ଆସୁଛନ୍ତି। ଏହି ଟିମ୍ରେ ଟେଲିକମ୍, ବ୍ୟାଙ୍କିଙ୍ଗ ବ୍ୟାପାର ସଚିବ ଓ ଅଧିକାରୀ ମଧ୍ୟ ସାମିଲ ହୋଇଛନ୍ତି। ଆସନ୍ତା ସପ୍ତାହରେ ଗୃହ ବିଭାଗର ଏକ ଟିମ୍ ମଧ୍ୟ ଓଡ଼ିଶା ଆସିବ। ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ ‘ଫୋନି’ କ୍ଷୟକ୍ଷତି ନେଇ ବିସ୍ତୃତ ଆଲୋଚନା ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/6-5_1626429715.jpg)