Advertisment

Cervical Cancer Vaccine Program for Girls: କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା, ୧୪ ବର୍ଷ ଯାଏଁ ସିଙ୍ଗଲ ଡୋଜ୍

କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା। ୨୮ରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି। ଏନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। '୧୪ ବର୍ଷ ଯାଏଁ ଝିଅଙ୍କୁ ଦିଆଯିବ ସିଙ୍ଗଲ ଡୋଜ୍'।

Cervical Cancer Vaccine Program for Girls

କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା Photograph: (OTV)

Advertisment

କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା। ୨୮ରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। '୧୪ ବର୍ଷ ଯାଏଁ ଝିଅଙ୍କୁ ସିଙ୍ଗଲ ଡୋଜ୍ ଦିଆଯିବ। ୧୪ ବର୍ଷରୁ ବାହାଘର ପର୍ଯ୍ୟନ୍ତ ତିନୋଟି ଡୋଜ ଦିଆଯିବ। 

Advertisment

ଏନେଇ ଆସିଛି ସ୍ବତନ୍ତ୍ର ଗାଇଡଲାଇନ୍। ସେପଟେ ୨୦୨୬-୨୭ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନର ଆରମ୍ଭ ହେବ। ଏଥିରେ ୩୧୧ କୋଟି ଟଙ୍କା ଖର୍ଚ୍ଚ ହେବ। ଯାହାଦ୍ୱାରା ସବୁ ପ୍ରକାର କର୍କଟ ରୋଗ ପ୍ରତିହତ କରାଯିବ।

  • ୨୮ରେ ଜରାୟୁ କର୍କଟ ଟୀକା
  • କିଶୋରୀଙ୍କୁ ମିଳିବ ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା
  • ୨୮ରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି
  • ଏନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
  • '୧୪ ବର୍ଷ ଯାଏଁ ଝିଅଙ୍କୁ ଦିଆଯିବ ସିଙ୍ଗଲ ଡୋଜ୍'
  • '୧୪ ବର୍ଷରୁ ବାହାଘର ପର୍ଯ୍ୟନ୍ତ ତିନୋଟି ଡୋଜ ଦିଆଯିବ'
  • ସରକାର ଆଣିଛନ୍ତି ସ୍ବତନ୍ତ୍ର ଗାଇଡଲାଇନ୍'
  • '୨୦୨୬-୨୭ ବର୍ଷରେ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନ ଆରମ୍ଭ ହେବ'
  • '୩୧୧ କୋଟି ଖର୍ଚ୍ଚ ହେବ, ସବୁ ପ୍ରକାର କର୍କଟ ରୋଗ ପ୍ରତିହତ କରାଯିବ'
Advertisment
Cervical Cancer Narendra Modi Health
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ