/odishatv-khabar/media/post_attachments/uploadimage/library/16_9/16_9_0/tarini_1626342606.jpg)
tarini
କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ପୀଠରେ ଆଜି ଚଇତି ପର୍ବ ପାଳନ ହେଉଛି। ପଣା ସଂକ୍ରାନ୍ତି ଅବସରରେ ମା’ ତାରିଣୀ ସୁନା ବେଶରେ ଦର୍ଶନ ଦେଉଛନ୍ତି। ମାଆଙ୍କୁ କ୍ଷୀର, ଲହୁଣୀ, ହଳଦି, ଚୁଆ ଓ ଚନ୍ଦନରେ ସ୍ନାନ କରାଯାଇଥିଲା।
Advertisment
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
/odishatv-khabar/media/post_attachments/uploadimage/library/16_9/16_9_0/tarini_1626342606.jpg)
tarini
କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ପୀଠରେ ଆଜି ଚଇତି ପର୍ବ ପାଳନ ହେଉଛି। ପଣା ସଂକ୍ରାନ୍ତି ଅବସରରେ ମା’ ତାରିଣୀ ସୁନା ବେଶରେ ଦର୍ଶନ ଦେଉଛନ୍ତି। ମାଆଙ୍କୁ କ୍ଷୀର, ଲହୁଣୀ, ହଳଦି, ଚୁଆ ଓ ଚନ୍ଦନରେ ସ୍ନାନ କରାଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)