cmo
Advertisment
ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।
Advertisment
ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଆସନ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପାଣିଗ୍ରାହୀ କହିଛନ୍ତି। ନବୀନ ଛତ୍ରପୁରରେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିବେ। ୨୦୦୦ ମସିହାରୁ ନବୀନ ଏହି ଆସନରୁ ପ୍ରତିନିଧିତ୍ୱ କରି ଆସୁଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/cmo-1_1626758464.jpg)