CJI Photograph: (OTV)
ଭୁବନେଶ୍ବରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଆଜି କଟକରେ ହାଇକୋର୍ଟ ବାର୍ ଆସୋସିଏସନର ଏକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ। ପ୍ରଧାନ ବିଚାରପତି ଭାବରେ ଦାୟିତ୍ବ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ।
• ଭୁବନେଶ୍ବରରେ CJI
• ଭୁବନେଶ୍ବରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ
• ଆଜି ହାଇକୋର୍ଟ ବାର୍ ଆସୋସିଏସନ୍ କାର୍ଯ୍ୟକ୍ରମରେ ଯୋଗଦେବେ
• ଏୟାରପୋର୍ଟରେ ସ୍ବାଗତ କଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
• ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଓଡ଼ିଶା ଗସ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/14/cji-2025-12-14-11-26-37.jpg)