Advertisment

Big Boost for Girls’ Education: ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା, ସ୍ନାତକ ସମାପ୍ତ ପରେ ମିଳିବ ୧ ଲକ୍ଷ ଟଙ୍କା

ଘୋଷଣା ହୋଇଛି ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା। ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ। ଏଥିରେ ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ।

Budget

Budget Photograph: (OTV)

Advertisment

ବଜେଟର ମହିଳାଙ୍କୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ଘୋଷଣା ହୋଇଛି ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା। ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ। ଏଥିରେ ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ। ... 

Advertisment

ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ବ୍ୟୟବରାହ ହୋଇଛି। ଏହାଦ୍ବାରା ୧ କୋଟିରୁ ଊର୍ଦ୍ଧ୍ବ ମହିଳା ଉପକୃତ ହେବେ। ସେହିପରି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ... 

ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା

ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ
ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ
ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ

Advertisment

ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା
୧ କୋଟିରୁ ଊର୍ଦ୍ଧ୍ବ ମହିଳା ଉପକୃତ ହେବେ
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା

Budget Chief Minister Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ