/odishatv-khabar/media/post_attachments/uploadimage/library/16_9/16_9_0/bjd-12-1_1626758317.jpg)
bjd
ଭୁବନେଶ୍ୱର: ଆସନ୍ତା ବିଧାନସଭା ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିପାରନ୍ତି। ଖୋଦ୍ ମୁଖ୍ୟମନ୍ତ୍ରୀ ଏସମ୍ପର୍କରେ ଇସାରା ଦେଇଛନ୍ତି।
Advertisment
ସେ କହିଛନ୍ତି ଯେ, ପଶ୍ଚିମ ଓଡ଼ିଶାରୁ ନିର୍ବାଚନ ଲଢ଼ିବାକୁ ବିଜେଡିର ସ୍ଥାନୀୟ ନେତାମାନେ ତାଙ୍କୁ ଅନୁରୋଧ କରିଛନ୍ତି। ଚାଷୀ, ମହିଳା, ଛାତ୍ର ନେତାମାନେ ବି ପଶ୍ଚିମ ଓଡ଼ିଶାରୁ ଲଢ଼ିବା ପାଇଁ ଅନୁରୋଧ କରିଥିଲେ। ଏ ସମ୍ପର୍କରେ ସେ ଗୁରୁତର ସହ ବିଚାର କରୁଥିବା ବିଜେଡି ସୁପ୍ରିମୋ କହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)