/odishatv-khabar/media/post_attachments/uploadimage/library/16_9/16_9_0/ctc-123-2_1626759199.jpg)
ctc
ଭୁବନେଶ୍ୱର: ନବୀନ ନିବାସରେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେଡିର ପ୍ରାର୍ଥୀ ଚୟନ କସରତ ଲାଗି ରହିଥିବାବେଳେ ନିଆଳି ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି।
Advertisment
ନବୀନ ନିବାସ ଆଗରେ ଟିକେଟକୁ ନେଇ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଠେଲାପେଲା ହୋଇଛନ୍ତି। ପ୍ରମୋଦଙ୍କ ବିରୋଧୀ ଗୋଷ୍ଠୀ ରାସ୍ତାରେ ବସି ରହିଛନ୍ତି। ଫଳରେ ନବୀନ ନିବାସ ସାମ୍ନାରେ ଉତ୍ତେଜନା ପ୍ରକାଶ ପାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)