Advertisment

ବିଜେଡିରେ ଟିକେଟ୍‌ କଳି: ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ନବୀନ ନିବାସରେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେଡିର ପ୍ରାର୍ଥୀ ଚୟନ କସରତ ଲାଗି ରହିଥିବାବେଳେ ନିଆଳି ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ନବୀନ ନିବାସ ଆଗରେ ଟିକେଟକୁ ନେଇ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଠେଲାପେଲା ହୋଇଛନ୍ତି। ପ୍ରମୋଦଙ୍କ ବିରୋଧୀ ଗୋଷ୍ଠୀ ରାସ୍ତାରେ ବସି ରହିଛନ୍ତି। ଫଳରେ ନବୀନ ନିବାସ ସାମ୍ନାରେ ଉତ୍ତେଜନା ପ୍ରକାଶ ପାଇଛି।

ବିଜେଡିରେ ଟିକେଟ୍‌ କଳି: ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ-ବିରୋଧୀ ମୁହାଁମୁହିଁ

ctc

Advertisment

ଭୁବନେଶ୍ୱର: ନବୀନ ନିବାସରେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେଡିର ପ୍ରାର୍ଥୀ ଚୟନ କସରତ ଲାଗି ରହିଥିବାବେଳେ ନିଆଳି ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି।

Advertisment

ନବୀନ ନିବାସ ଆଗରେ ଟିକେଟକୁ ନେଇ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଠେଲାପେଲା ହୋଇଛନ୍ତି। ପ୍ରମୋଦଙ୍କ ବିରୋଧୀ ଗୋଷ୍ଠୀ ରାସ୍ତାରେ ବସି ରହିଛନ୍ତି। ଫଳରେ ନବୀନ ନିବାସ ସାମ୍ନାରେ ଉତ୍ତେଜନା ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ