Advertisment

ଗୋଡ଼ାଇ ଗୋଡ଼ାଇ ହାଣିଲେ

ବ୍ରହ୍ମପୁର : ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଗଂଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳରେ ଘଟିଛି ଏ ଘଟଣା । ନୂଆଗାଁ ଥାନା ଅନ୍ତର୍ଗତ ବୋମକେଇ ଗାଁରେ କିଛି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। ଦିନ ଦ୍ୱିପ୍ରହରରେ ଖଣ୍ଡା ଧରି ଗୋଡାଇ ଗୋଡାଇ ହାଣିଥିଲେ । ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ଯୁବକ ଜଣକ ହେଲେ ବୋମକେଇ ସ୍ଥିତ ସେବାନନ୍ଦ ଡିଗ୍ରୀ ମହାବିଦ୍ୟାଳୟର କନିଷ୍ଠ କିରାଣୀ ନିରଂଜନ ପ୍ରଧାନ।  ଗୁରୁତର ଅବସ୍ଥାରେ ନିରଂଜନଙ୍କୁ ବ୍ରହ୍ମପୁର ବଡ଼ […]

ଗୋଡ଼ାଇ ଗୋଡ଼ାଇ ହାଣିଲେ

clerk attack

Advertisment

ବ୍ରହ୍ମପୁର : ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଗଂଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳରେ ଘଟିଛି ଏ ଘଟଣା । ନୂଆଗାଁ ଥାନା ଅନ୍ତର୍ଗତ ବୋମକେଇ ଗାଁରେ କିଛି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ।

Advertisment

ଦିନ ଦ୍ୱିପ୍ରହରରେ ଖଣ୍ଡା ଧରି ଗୋଡାଇ ଗୋଡାଇ ହାଣିଥିଲେ । ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ଯୁବକ ଜଣକ ହେଲେ ବୋମକେଇ ସ୍ଥିତ ସେବାନନ୍ଦ ଡିଗ୍ରୀ ମହାବିଦ୍ୟାଳୟର କନିଷ୍ଠ କିରାଣୀ ନିରଂଜନ ପ୍ରଧାନ।  ଗୁରୁତର ଅବସ୍ଥାରେ ନିରଂଜନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ସିସିଟିଭିରେ ଆକ୍ରମଣ ବେଳର ଚିତ୍ର କଏଦ ହୋଇଛି । ମାମଲାର ତଦନ୍ତ କରୁଛି ପୁଲିସ।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ