Advertisment

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଟାଟା-ଆଲ୍ଲେପୀ ଏକ୍ସପ୍ରେସ୍

ରାଉରାକେଲା(ସତ୍ୟା଼ନନ୍ଦ ମହାନ୍ତି): ଅଳ୍ପକେ ବର୍ତ୍ତିଲା ଟାଟା-ଆଲ୍ଲେପୀ ଏକ୍ସପ୍ରେସ୍। ରାଉରକେଲା ନିକଟ ବନ୍ଧମୁଣ୍ଡା ଡିଜେଲ୍ କଲୋନୀ ନିକଟରେ ରେଳ ଲାଇନ୍‌ରେ ଫାଟ୍ ହୋଇଥିବା ଜାଣିବା ପରେ ଲାଇନ୍ ମ୍ୟାନ୍ ରାମ ଆଶ୍ରୟ ଦାସ ରେଡ୍ ସିଗ୍ନାଲ ଦେଇଥିଲେ। ଫଳରେ ଟ୍ରେନ୍ ଡ୍ରାଇଭର ଟାଟା-ଆଲ୍ଲେପୀ ଏକ୍ସପ୍ରେସ୍‌କୁ ଅଟାଇଥିଲେ। ଏହି ରୁଟ୍‌ରେ ଟ୍ରେନ୍ ଚଳାଚଳକୁ ବନ୍ଦ କରାଯାଇଛି। ଘଟଣା ପରେ ରେଳବାଇ କର୍ମଚାରୀ ଓ ବୈଷୟିକ ଟିମ୍ ପହଞ୍ଚି ରେଳ ଲାଇନ୍ ମରାମତି ଚଳାଇଛନ୍ତି।

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଟାଟା-ଆଲ୍ଲେପୀ ଏକ୍ସପ୍ରେସ୍

train

Advertisment

ରାଉରାକେଲା(ସତ୍ୟା଼ନନ୍ଦ ମହାନ୍ତି): ଅଳ୍ପକେ ବର୍ତ୍ତିଲା ଟାଟା-ଆଲ୍ଲେପୀ ଏକ୍ସପ୍ରେସ୍। ରାଉରକେଲା ନିକଟ ବନ୍ଧମୁଣ୍ଡା ଡିଜେଲ୍ କଲୋନୀ ନିକଟରେ ରେଳ ଲାଇନ୍‌ରେ ଫାଟ୍ ହୋଇଥିବା ଜାଣିବା ପରେ ଲାଇନ୍ ମ୍ୟାନ୍ ରାମ ଆଶ୍ରୟ ଦାସ ରେଡ୍ ସିଗ୍ନାଲ ଦେଇଥିଲେ। ଫଳରେ ଟ୍ରେନ୍ ଡ୍ରାଇଭର ଟାଟା-ଆଲ୍ଲେପୀ ଏକ୍ସପ୍ରେସ୍‌କୁ ଅଟାଇଥିଲେ।

Advertisment

ଏହି ରୁଟ୍‌ରେ ଟ୍ରେନ୍ ଚଳାଚଳକୁ ବନ୍ଦ କରାଯାଇଛି। ଘଟଣା ପରେ ରେଳବାଇ କର୍ମଚାରୀ ଓ ବୈଷୟିକ ଟିମ୍ ପହଞ୍ଚି ରେଳ ଲାଇନ୍ ମରାମତି ଚଳାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ