Advertisment

CM Disburses Subhadra Money: ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା, ବାଣ୍ଟିଲେ ‍ମୁଖ୍ୟମନ୍ତ୍ରୀ

୪ ଲକ୍ଷ ୫୭ ହଜାରରୁ ଅଧିକ ହିତାଧିକାରୀଙ୍କୁ ଦିଆଗଲା ସୁଭଦ୍ରା ସହାୟତା। ଭୁବନେଶ୍ବର ଓୟୁଏଟି ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ।

Subhadra Yojana

Subhadra Yojana Photograph: (OTV)

Advertisment

ବ୍ୟାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା। ୪ ଲକ୍ଷ ୫୭ ହଜାରରୁ ଅଧିକ ହିତାଧିକାରୀଙ୍କୁ ଦିଆଗଲା ସୁଭଦ୍ରା ସହାୟତା। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଓୟୁଏଟି ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ମୁଖ୍ୟମନ୍ତ୍ରୀ। 

Advertisment

ହିତାଧିକାରୀଙ୍କ ମଧ୍ୟରେ ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳା ଅଛନ୍ତି। ସେମାନେ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ପାଇଲେ। ଏଥିସହ ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ମଧ୍ୟ ଟଙ୍କା ଦିଆଯାଇଛି।

ମିଳିଲା ସୁଭଦ୍ରା ଟଙ୍କା
୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ସହାୟତା
୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣ ହିତାଧିକାରୀ ଟଙ୍କା ପାଇଲେ
ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ହିତାଧିକାରୀ ବି ପାଇଲେ
ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ମିଳିଲା ଟଙ୍କା

Advertisment
Subhadra Yojana odisha cm mohan charan majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ