cm Photograph: (OTV)
ଦିନିକିଆ ନୂଆପଡା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କରିଛନ୍ତି ।
୮୭୭ କୋଟିି ଟଙ୍କା ବିନିମୟରେ ହେବାକୁ ଥିବା ୮୦୯ ଗୋଟି ପ୍ରକଳ୍ପର ଘୋଷଣା ସହିତ ୬୪ କୋଟି ଟଙ୍କା ବିନିମୟରେ ୧୦୯ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ସିଏମ । ୧୫୯ କୋଟି ଟଙ୍କା ବିନିମୟରେ ୩୯ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ l ଏହି କାର୍ଯ୍ୟକ୍ରମରେ ପଞ୍ଚାୟତି ରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, କଳାହାଣ୍ଡି ସାଂସଦ ମାଳବିକା ଦେବୀ ,ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/06/cm-2025-10-06-14-26-49.jpg)