Advertisment

ବିଜେଡିର ଇସ୍ତାହାର କମିଟି ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଦଳର ଇସ୍ତାହାର କମିଟି ଘୋଷଣା କରିଛନ୍ତି। ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ବେଦପ୍ରକାଶ ଅଗ୍ରୱାଲଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଂଜନ ପଟ୍ଟନାୟକ, ମଙ୍ଗଳା କିଶାନ, ପଦ୍ମନାଭ ବେହେରା, କସ୍ତୁରୀ ମହାପାତ୍ର ଇସ୍ତାହାର କମିଟିର ସହ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଅନଙ୍ଗ ଉଦୟ ସିଂଦେଓ, ଭର୍ତ୍ତୃହରି ମହତାବ, ଅଚ୍ୟତ ସାମନ୍ତ, ଅତନୁ ସବ୍ୟସାଚୀ ନାୟକ, ସଂଜୟ ଦାସବର୍ମା, ଅରୁଣ ସାହୁ, ସୁଦାମ […]

ବିଜେଡିର ଇସ୍ତାହାର କମିଟି ଘୋଷଣା

BJD

Advertisment

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଦଳର ଇସ୍ତାହାର କମିଟି ଘୋଷଣା କରିଛନ୍ତି। ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ବେଦପ୍ରକାଶ ଅଗ୍ରୱାଲଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଂଜନ ପଟ୍ଟନାୟକ, ମଙ୍ଗଳା କିଶାନ, ପଦ୍ମନାଭ ବେହେରା, କସ୍ତୁରୀ ମହାପାତ୍ର ଇସ୍ତାହାର କମିଟିର ସହ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି।

Advertisment

ସେହିପରି ଅନଙ୍ଗ ଉଦୟ ସିଂଦେଓ, ଭର୍ତ୍ତୃହରି ମହତାବ, ଅଚ୍ୟତ ସାମନ୍ତ, ଅତନୁ ସବ୍ୟସାଚୀ ନାୟକ, ସଂଜୟ ଦାସବର୍ମା, ଅରୁଣ ସାହୁ, ସୁଦାମ ମାରାଣ୍ଡି, ରମେଶ ମାଝୀ, ସୁବାସ ସିଂହ, ନଳିନୀ ପ୍ରଧାନ, ନବ ଦାସ, ରବି ନନ୍ଦଙ୍କ ସମେତ କମିଟିରେ କିଛି ଚାଷୀ ନେତା, ମହିଳା ସ୍ୱୟଂ ସହାୟିକା ନେତ୍ରୀଙ୍କୁ ସାମିଲ୍ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ