Advertisment

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ଆସନ୍ତାକାଲି ନୀରବ ପ୍ରାର୍ଥନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ଼ ଯୋଦ୍ଧାଙ୍କ ସମ୍ମାନାର୍ଥେ ଆସନ୍ତାକାଲି ସଂଧ୍ୟା ୬ଟାରେ ନୀରବ ପ୍ରାର୍ଥନା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁଠି ଥିଲେ ବି ଏକ ମିନିଟ ନୀରବ ପ୍ରାର୍ଥନା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘର ଭିତରେ ହେଉ କିମ୍ବା ବାହାରେ, ଯେଉଁଠି ଥିଲେ ବି ନୀରବ ପ୍ରାର୍ଥନା ସହ ଶପଥ କାର୍ଯ୍ୟକ୍ରମରେ ଭାଗ ନେବାକୁ ନବୀନ କହିଛନ୍ତି। ଖୋଦ୍ ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ଟିଭି ଏବଂ ସୋସିଆଲ୍ ମିଡିଆରେ ଶପଥ […]

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ଆସନ୍ତାକାଲି ନୀରବ ପ୍ରାର୍ଥନା

covid-fighers

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ଼ ଯୋଦ୍ଧାଙ୍କ ସମ୍ମାନାର୍ଥେ ଆସନ୍ତାକାଲି ସଂଧ୍ୟା ୬ଟାରେ ନୀରବ ପ୍ରାର୍ଥନା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁଠି ଥିଲେ ବି ଏକ ମିନିଟ ନୀରବ ପ୍ରାର୍ଥନା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘର ଭିତରେ ହେଉ କିମ୍ବା ବାହାରେ, ଯେଉଁଠି ଥିଲେ ବି ନୀରବ ପ୍ରାର୍ଥନା ସହ ଶପଥ କାର୍ଯ୍ୟକ୍ରମରେ ଭାଗ ନେବାକୁ ନବୀନ କହିଛନ୍ତି।

Advertisment

ଖୋଦ୍ ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ଟିଭି ଏବଂ ସୋସିଆଲ୍ ମିଡିଆରେ ଶପଥ ପାଠ କରାଇବେ ବୋଲି କହିଛନ୍ତି। ଗତ ମାସକ ଭିତରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶେଷକରି ଗଞ୍ଜାମ ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି।

ଗଞ୍ଜାମ ବ୍ୟତୀତ ଖୋର୍ଦ୍ଧା ଓ କଟକରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ତେଣୁ ଏଭଳି ଏକ ସଙ୍କଟଜନକ ସମୟରେ ୧ ମିନିଟର ନୀରବ ନିଶ୍ଚିତ ଭାବେ କୋଭିଡ୍ ଯୋଦ୍ଧାଙ୍କ ମନୋବଳକୁ ମଜଭୁତ୍ କରିବାରେ ସହାୟକ ହେବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ