Advertisment

ଲାଲଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି(ଜିତେନ୍ଦ୍ର ବେଉରା):ଆଜି ନକ୍ସଲ ପ୍ରବଣ ମାଲକାନଗିରି ଜିଲ୍ଲାର କାଲିମେଳାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରିଛନ୍ତି। ନିର୍ବାଚନୀ ସଭାରେ ସେ  ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,“ପ୍ରାକୃତିକ ବିପର୍ଯ୍ୟୟ ବେଳେ କେନ୍ଦ୍ରୀୟ ନେତାଙ୍କ ଦେଖା ମିଳି ନଥାଏ। ବିରୋଧୀ ନେତାମାନେ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବେଙ୍ଗଲି ଭାଇ ଭଉଣୀଙ୍କ ସମସ୍ୟା ମୁଁ ନିଜେ ଦେଖିବି।” ମାଲକାନଗିରି ସହିତ କୋରାପୁଟ ଜିଲ୍ଲାର ଜୟପୁର, ତୁମୁରିପୁଟ, ଲକ୍ଷ୍ମୀପୁରରେ ମଧ୍ୟ ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ସଭା ଅଛି।   […]

ଲାଲଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

cmo

Advertisment

ମାଲକାନଗିରି(ଜିତେନ୍ଦ୍ର ବେଉରା):ଆଜି ନକ୍ସଲ ପ୍ରବଣ ମାଲକାନଗିରି ଜିଲ୍ଲାର କାଲିମେଳାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରିଛନ୍ତି। ନିର୍ବାଚନୀ ସଭାରେ ସେ  ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।

Advertisment

ସେ କହିଛନ୍ତି,“ପ୍ରାକୃତିକ ବିପର୍ଯ୍ୟୟ ବେଳେ କେନ୍ଦ୍ରୀୟ ନେତାଙ୍କ ଦେଖା ମିଳି ନଥାଏ। ବିରୋଧୀ ନେତାମାନେ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବେଙ୍ଗଲି ଭାଇ ଭଉଣୀଙ୍କ ସମସ୍ୟା ମୁଁ ନିଜେ ଦେଖିବି।”

ମାଲକାନଗିରି ସହିତ କୋରାପୁଟ ଜିଲ୍ଲାର ଜୟପୁର, ତୁମୁରିପୁଟ, ଲକ୍ଷ୍ମୀପୁରରେ ମଧ୍ୟ ଆଜି ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ସଭା ଅଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ