Advertisment

ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ

ଭୁବନେଶ୍ୱର: ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଆଇନ। ଏକାମ୍ର କ୍ଷେତ୍ରର ଉନ୍ନତିକରଣର ସ୍ଥିତି ସମୀକ୍ଷା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ। ଏହାସହ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ନିକଟକୁ ଯାଇ ସେବାୟତଙ୍କ ସହ ଆଲୋଚନା କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରିଣୀ ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ […]

ଅଦ୍ୟତନ ହୋଇଛି
ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ

lingaraj

Advertisment

ଭୁବନେଶ୍ୱର: ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଆଇନ। ଏକାମ୍ର କ୍ଷେତ୍ରର ଉନ୍ନତିକରଣର ସ୍ଥିତି ସମୀକ୍ଷା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ। ଏହାସହ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ନିକଟକୁ ଯାଇ ସେବାୟତଙ୍କ ସହ ଆଲୋଚନା କରିଥିଲେ।

Advertisment

publive-imageଏହାପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରିଣୀ ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ