Advertisment

ନଦୀ ଘାଟରେ ଡଙ୍ଗା ଭସାଇବା ମନା

ଭୁବନେଶ୍ୱର: ପରମ୍ପରା ଉପରେ ପୁଣି କରୋନା ପାହାର। କାର୍ତ୍ତିକ ପୂର୍ଣ୍ଣିମା ନେଇ କଟକଣା ଜାରି କଲେ ରାଜ୍ୟ ସରକାର। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଉପରେ ସରକାରଙ୍କ କଟକଣା ଲଗାଇଛନ୍ତି। ଗାଇଡ୍‌ଲାଇନ୍ ଅନୁସାରେ ୩୦ ତାରିଖ ପୂର୍ଣ୍ଣିମା ଦିନ ନଦୀ ଘାଟରେ ଗହଳି, ଗାଧୋଇବା ବାରଣ କରାଯାଇଛି। ନଦୀ ଘାଟ, ପୋଖରୀରେ ଗହଳି କରି ଗାଧୋଇବା, ଡଙ୍ଗା ଭସା ମନା କରାଯାଇଛି। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବାଲିଯାତ୍ରା ମଧ୍ୟ ବନ୍ଦ କରାଯାଇଛି। କଟକଣା ନେଇ ସ୍ୱତନ୍ତ୍ର ରିଲିଫ୍ […]

ଅଦ୍ୟତନ ହୋଇଛି
ନଦୀ ଘାଟରେ ଡଙ୍ଗା ଭସାଇବା ମନା

danga-bhasa

Advertisment

ଭୁବନେଶ୍ୱର: ପରମ୍ପରା ଉପରେ ପୁଣି କରୋନା ପାହାର। କାର୍ତ୍ତିକ ପୂର୍ଣ୍ଣିମା ନେଇ କଟକଣା ଜାରି କଲେ ରାଜ୍ୟ ସରକାର। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଉପରେ ସରକାରଙ୍କ କଟକଣା ଲଗାଇଛନ୍ତି। ଗାଇଡ୍‌ଲାଇନ୍ ଅନୁସାରେ ୩୦ ତାରିଖ ପୂର୍ଣ୍ଣିମା ଦିନ ନଦୀ ଘାଟରେ ଗହଳି, ଗାଧୋଇବା ବାରଣ କରାଯାଇଛି।

Advertisment

ନଦୀ ଘାଟ, ପୋଖରୀରେ ଗହଳି କରି ଗାଧୋଇବା, ଡଙ୍ଗା ଭସା ମନା କରାଯାଇଛି। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବାଲିଯାତ୍ରା ମଧ୍ୟ ବନ୍ଦ କରାଯାଇଛି। କଟକଣା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶାନାମା ଜାରି କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ