Advertisment

ଆଜି ଆସିପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ଆଜି ଆସିପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା। ଗତକାଲି ଦିଲ୍ଲୀରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ଓଡ଼ିଶାର ବାକି ଥିବା ଆସନର ପ୍ରାର୍ଥୀଙ୍କ ଉପରେ ଆଲୋଚନା ହୋଇଥିଲା। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ବୈଠକରେ ଉପସ୍ଥିତ ଥିଲେ। ଗତକାଲି ଅନ୍ୟ କିଛି ରାଜ୍ୟର ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ପୂର୍ବରୁ ଓଡ଼ିଶାର ୮ ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା ହୋଇଥିବାବେଳେ ୩ଟିରେ ଅନ୍ୟ ଦଳ ସହ ବୁଝାମଣା ହୋଇଛି।

author-image
Jyotsnamayee Pradhan
ଆଜି ଆସିପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା

Congress-flag-l-pti-1