Advertisment

କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣା: ଥାନାରେ ଏତଲା

ଭୁବନେଶ୍ୱର: କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣାରେ ଥାନାରେ ଏତଲା ଦିଆଯାଇଛି। କଂଗ୍ରେସ ଭବନର କାର୍ଯ୍ୟାଳୟ ସଂପାଦକ ବୈଦନାଥ ସ୍ୱାଇଁ କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି। ଗତ ୨୩ ତାରିଖରେ ଶତାଧିକ ଯୁକକ କଂଗ୍ରେସ ଭବନରେ ପଶି ହଠାତ୍‌ ଭଙ୍ଗାରୁଜା କରିଥିଲେ। ଯୁବକଙ୍କ ଆକ୍ରମଣରେ କଂଗ୍ରେସ ଭବନର ଟେବୁଲ, ଚେୟାର ଓ କମ୍ପ୍ୟୁଟର ଭାଙ୍ଗିଯାଇଥିବା ସେ ଏତଲାରେ ଦର୍ଶାଇଛନ୍ତି। ଏହାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି।

କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣା: ଥାନାରେ ଏତଲା

congress

Advertisment

ଭୁବନେଶ୍ୱର: କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣାରେ ଥାନାରେ ଏତଲା ଦିଆଯାଇଛି। କଂଗ୍ରେସ ଭବନର କାର୍ଯ୍ୟାଳୟ ସଂପାଦକ ବୈଦନାଥ ସ୍ୱାଇଁ କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି।

Advertisment

ଗତ ୨୩ ତାରିଖରେ ଶତାଧିକ ଯୁକକ କଂଗ୍ରେସ ଭବନରେ ପଶି ହଠାତ୍‌ ଭଙ୍ଗାରୁଜା କରିଥିଲେ। ଯୁବକଙ୍କ ଆକ୍ରମଣରେ କଂଗ୍ରେସ ଭବନର ଟେବୁଲ, ଚେୟାର ଓ କମ୍ପ୍ୟୁଟର ଭାଙ୍ଗିଯାଇଥିବା ସେ ଏତଲାରେ ଦର୍ଶାଇଛନ୍ତି।

ଏହାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ