/odishatv-khabar/media/post_attachments/uploadimage/library/16_9/16_9_0/bjp-112_1626758917.jpg)
congress
ପଦମପୁର(ସୋମେଶ ମହାନ୍ତି): ବରଗଡ଼ ଜିଲ୍ଲା ପଦମପୁର ନିର୍ବାଚନମଣ୍ଡଳୀରେ କଂଗ୍ରେସରେ ଫାଟ ଦେଖିବାକୁ ମିଳିଛି। କଂଗ୍ରେସର ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ବିରୋଧ କରିଛନ୍ତି ଦଳର ଟାଣୁଆ ନେତା ତଥା ବରଗଡ଼ ଜିଲ୍ଲା ଆଦିବାସୀ ମୋର୍ଚ୍ଚା ସଭାପତି ଗଜରାଜ ସିଂ ପୁଟା।
Advertisment
ଗଜରାଜଙ୍କୁ ଟିକେଟ୍ ଦିଆଯାଇ ନଥିବାରୁ ସେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହାଛଡ଼ା ଭବିଷ୍ୟତରେ ସେ ଅନ୍ୟ ଦଳକୁ ଯିବେ ନା ସ୍ୱାଧୀନ ଭାବରେ ପ୍ରାର୍ଥିପତ୍ର ଦାଖଲ କରିବେ, ସେ ସମ୍ପର୍କରେ ସମର୍ଥକଙ୍କ ସହ ଆଲୋଚନା କରିବା ପରେ ଘୋଷଣା କରିବେ ବୋଲି କହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)