Advertisment

୨୦ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ୭ ଲୋକସଭା ଓ ୨୦ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଧାନସଭା ଆସନ ପାଇଁ ଘୋଷଣା ହୋଇଥିବା ପ୍ରାର୍ଥୀମାନେ ହେଲେ ତେଲକୋଇରୁ ମୋହନ ହେମ୍ବ୍ରମ୍,ପାଟନାରୁ ଗୋପେଶ୍ୱର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ,ଉଦଳାରୁ ବେଣୁଧର ମହାପାତ୍ର,ବାରିପଦାରୁ ଦଶରଥ ସିଂ,ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବିଜନ ନାୟକ, ରେମୁଣାରୁ ପ୍ରତାପ ସେଠୀ, ବାସୁଦେବପୁରରୁ ଅଶୋକ କୁମାର ଦାସ, ଧାମନଗରରୁ ବିଦ୍ୟାଧର ଜେନା, ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରୀରୁ ଉମେଶ ଜେନା,ସୁକିନ୍ଦାରୁ ଶରତ […]

୨୦ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

Congress-Bhawan

Advertisment

ଭୁବନେଶ୍ୱର: ଆଜି କଂଗ୍ରେସ ୭ ଲୋକସଭା ଓ ୨୦ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।

Advertisment

ବିଧାନସଭା ଆସନ ପାଇଁ ଘୋଷଣା ହୋଇଥିବା ପ୍ରାର୍ଥୀମାନେ ହେଲେ

ତେଲକୋଇରୁ ମୋହନ ହେମ୍ବ୍ରମ୍,ପାଟନାରୁ ଗୋପେଶ୍ୱର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ,ଉଦଳାରୁ ବେଣୁଧର ମହାପାତ୍ର,ବାରିପଦାରୁ ଦଶରଥ ସିଂ,ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବିଜନ ନାୟକ, ରେମୁଣାରୁ ପ୍ରତାପ ସେଠୀ, ବାସୁଦେବପୁରରୁ ଅଶୋକ କୁମାର ଦାସ, ଧାମନଗରରୁ ବିଦ୍ୟାଧର ଜେନା, ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରୀରୁ ଉମେଶ ଜେନା,ସୁକିନ୍ଦାରୁ ଶରତ ରାଉତ,ପରଜଙ୍ଗରୁ ଯଶସ୍ୱିନୀ ରାଉତ,ନିଆଳିରୁ ମମତା ଭୋଇ,ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁ,ପାଟକୁରାରୁ ଜୟନ୍ତ ମହାନ୍ତି, ତିର୍ତ୍ତୋଲରୁ ବିଭୁ ପ୍ରସାଦ ତରାଇ,ପୁରୀରୁ ଅରୋ ପ୍ରସାଦ ମିଶ୍ର ଓ ନୟାଗଡ଼ରୁ ମନୋଜ କୁମାର ସାହୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ