Advertisment

୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏଥର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦୁଇଟି ସ୍ଥାନରେ ନିର୍ବାଚନ ଲଢ଼ିବେ। ଘସିପୁରା ସହ ଭଣ୍ଡାରୀପୋଖରୀ ବିଧାନସଭା ଆସନରୁ ସେ ନିର୍ବାଚନ ଲଢ଼ିବେ। ଭଦ୍ରକରୁ ଯୁବନେତା ନଳିନୀକାନ୍ତ ମହାନ୍ତିଙ୍କୁ ଟିକେଟ୍ ମିଳିଥିବା ବେଳେ ବଡ଼ଚଣାରୁ ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୀତାକାନ୍ତ ମହାପାତ୍ର। ସାଲେପୁରରୁ ରବୀନ୍ଦ୍ର ନାଥ କର,ମହାକାଳପଡ଼ାରୁ ବିଭ୍ରାଂଶୁ ଶେଖର ଲେଙ୍କାଙ୍କୁ ଟିକେଟ୍ ମିଳିଛି। ସେହିପରି ବାଲିକୁଦା […]

୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

congress

Advertisment

ଭୁବନେଶ୍ୱର: ଆଜି କଂଗ୍ରେସ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏଥର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦୁଇଟି ସ୍ଥାନରେ ନିର୍ବାଚନ ଲଢ଼ିବେ। ଘସିପୁରା ସହ ଭଣ୍ଡାରୀପୋଖରୀ ବିଧାନସଭା ଆସନରୁ ସେ ନିର୍ବାଚନ ଲଢ଼ିବେ।

Advertisment

ଭଦ୍ରକରୁ ଯୁବନେତା ନଳିନୀକାନ୍ତ ମହାନ୍ତିଙ୍କୁ ଟିକେଟ୍ ମିଳିଥିବା ବେଳେ ବଡ଼ଚଣାରୁ ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୀତାକାନ୍ତ ମହାପାତ୍ର। ସାଲେପୁରରୁ ରବୀନ୍ଦ୍ର ନାଥ କର,ମହାକାଳପଡ଼ାରୁ ବିଭ୍ରାଂଶୁ ଶେଖର ଲେଙ୍କାଙ୍କୁ ଟିକେଟ୍ ମିଳିଛି। ସେହିପରି ବାଲିକୁଦା ଏରସମା ପାଇଁ ଡାକ୍ତର ଲଲାଟେନ୍ଦୁ ମହାପାତ୍ରଙ୍କୁ ଟିକେଟ୍‌ ମିଳିଛି। ପୁରୀ ଜିଲ୍ଲା ନିମାପଡ଼ାରୁ ସତ୍ୟବ୍ରତ ପାତ୍ର ପ୍ରାର୍ଥୀ ହୋଇଛନ୍ତି।

ଧର୍ମଶାଳା ଓ ତିର୍ତ୍ତୋଳ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି।  ତିର୍ତ୍ତୋଳରୁ ପ୍ରାର୍ଥୀ ହୋଇଥିବା ବିଭୁ ପ୍ରସାଦ ତରାଇ ଦଳ ଛାଡ଼ିବା ପରେ ତାଙ୍କ ସ୍ଥାନରେ ଦେବୀ ପ୍ରସାଦ ମଲ୍ଲିକଙ୍କୁ ଟିକେଟ୍‌ ଦିଆଯାଇଛି।  ସେହିପରି ଧର୍ମଶାଳା ସୃତିରେଖା ପହିଙ୍କ ସ୍ଥାନରେ କିଷାନ ପଣ୍ଡାଙ୍କୁ ପ୍ରାର୍ଥୀ କରାଯାଇଛି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ