congress
Advertisment
ଭୁବନେଶ୍ୱର: ଆଜି କଂଗ୍ରେସ ୨ ବିଧାନସଭା ଆସନ ଲାଗି ପ୍ରାର୍ଥୀ ବଦଳାଇଛି। ବଡ଼ଚଣା ଓ ନିମାପଡ଼ା ଆସନ ଲାଗି ଦଳ ପକ୍ଷରୁ ନୂଆ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।
Advertisment
ବଡ଼ଚଣା ପାଇଁ ଅଜୟ ସାମଲ ଏବଂ ନିମାପଡ଼ା ପାଇଁ ଦିଲୀପ ନାୟକଙ୍କୁ ଟିକେଟ୍ ଦେଇଛି କଂଗ୍ରେସ।
ଗତକାଲି ବଡ଼ଚଣାରୁ ସୀତାକାନ୍ତ ମହାପାତ୍ର ଓ ନିମାପଡ଼ାରୁ ସତ୍ୟବ୍ରତ ପାତ୍ର ଟିକେଟ୍ ଫେରାଇ ଦେଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/congress-12-1_1626760566.jpg)