Advertisment

ଆଉ ଦୁଇ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଗତକାଲି ୨ଟି ଲୋକସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବଲାଙ୍ଗିରରୁ ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର ପ୍ରାର୍ଥୀ ହେବେ। ସେହିପରି କୋରାପୁଟ ସଂରକ୍ଷିତ ଆସନରୁ ସପ୍ତଗିରି ଉଲାକା ନିର୍ବାଚନ ଲଢ଼ିବେ। ତେବେ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ଆସ୍କା ଲୋକସଭା ଆସନକୁ ଦଳ ସିପିଆଇ ପାଇଁ ଛାଡ଼ିଦେବାକୁ ନିଷ୍ପତ୍ତି ନେଇଥିବା ପୂର୍ବରୁ ପିସିସି ସଭାପତି ନିରଂଜନ ପଟ୍ଟନାୟକ ସୂଚନା ଦେଇଥିଲେ। ତେବେ ଏଆଇସିସି ପକ୍ଷରୁ […]

ଆଉ ଦୁଇ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

samarendra-mishra

Advertisment

ଭୁବନେଶ୍ୱର: ଗତକାଲି ୨ଟି ଲୋକସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବଲାଙ୍ଗିରରୁ ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର ପ୍ରାର୍ଥୀ ହେବେ।

Advertisment

ସେହିପରି କୋରାପୁଟ ସଂରକ୍ଷିତ ଆସନରୁ ସପ୍ତଗିରି ଉଲାକା ନିର୍ବାଚନ ଲଢ଼ିବେ।

ତେବେ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ଆସ୍କା ଲୋକସଭା ଆସନକୁ ଦଳ ସିପିଆଇ ପାଇଁ ଛାଡ଼ିଦେବାକୁ ନିଷ୍ପତ୍ତି ନେଇଥିବା ପୂର୍ବରୁ ପିସିସି ସଭାପତି ନିରଂଜନ ପଟ୍ଟନାୟକ ସୂଚନା ଦେଇଥିଲେ। ତେବେ ଏଆଇସିସି ପକ୍ଷରୁ ଏସମ୍ପର୍କରେ ବିଧିବଦ୍ଧ ଭାବେ କିଛି ଘୋଷଣା କରାଯାଇନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ