Advertisment

ପଦ୍ମ ଧରିଲେ ପୂର୍ବତନ କଂଗ୍ରେସ ନେତ୍ରୀ ସୋନାଲି ସାହୁ

ଭୁବନେଶ୍ୱର: ପଦ୍ମ ଧରିଲେ ପୂର୍ବତନ କଂଗ୍ରେସ ମୁଖପାତ୍ର ସୋନାଲି ସାହୁ। ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶ ଓ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗଦେଇଛନ୍ତି ବୋଲି କହିଛନ୍ତି। ଦଳ ଯେଉଁ ଦାୟିତ୍ୱ ଦେବ ତାହା ସେ ସୂଚାରୁ ରୂପେ ପାଳନ କରିବେ ବୋଲି କହିଛନ୍ତି। ଟିକେଟ୍‌ ବଣ୍ଟାରେ ଅସନ୍ତୋଷ ପ୍ରକାଶ କରି ଗତ ଗୁରୁବାର ସେ କଂଗ୍ରେସରୁ ଇସ୍ତଫା […]

author-image
Jyotsnamayee Pradhan
ପଦ୍ମ ଧରିଲେ ପୂର୍ବତନ କଂଗ୍ରେସ ନେତ୍ରୀ ସୋନାଲି ସାହୁ

sonali

ଭୁବନେଶ୍ୱର: ପଦ୍ମ ଧରିଲେ ପୂର୍ବତନ କଂଗ୍ରେସ ମୁଖପାତ୍ର ସୋନାଲି ସାହୁ। ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶ ଓ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗଦେଇଛନ୍ତି ବୋଲି କହିଛନ୍ତି।

Advertisment

ଦଳ ଯେଉଁ ଦାୟିତ୍ୱ ଦେବ ତାହା ସେ ସୂଚାରୁ ରୂପେ ପାଳନ କରିବେ ବୋଲି କହିଛନ୍ତି। ଟିକେଟ୍‌ ବଣ୍ଟାରେ ଅସନ୍ତୋଷ ପ୍ରକାଶ କରି ଗତ ଗୁରୁବାର ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

Advertisment
Advertisment