Advertisment

୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର: ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ। ତାଲିକାରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନଙ୍କ ସମେତ ଜଟଣୀ ବିଧାୟକ ସୁର ରାଉତରାୟ ବି ସାମିଲ ଅଛନ୍ତି। ଏହି ତାଲିକାରେ ଜିତେନ୍ଦ୍ର ସିଂ, ଭକ୍ତ ଦାସ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝୀ, ଶରତ ରାଉତ, ରାମଚନ୍ଦ୍ର ଖୁଣ୍ଟିଆ, ଶରତ ପଟ୍ଟନାୟକ ଓ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନାଁ ରହିଛି। କଂଗ୍ରେସର ଷ୍ଟାର୍‌ […]

୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

cogress

Advertisment

ଭୁବନେଶ୍ୱର: ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ। ତାଲିକାରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନଙ୍କ ସମେତ ଜଟଣୀ ବିଧାୟକ ସୁର ରାଉତରାୟ ବି ସାମିଲ ଅଛନ୍ତି।

Advertisment

ଏହି ତାଲିକାରେ ଜିତେନ୍ଦ୍ର ସିଂ, ଭକ୍ତ ଦାସ, ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ୱାଳ, ପ୍ରଦୀପ ମାଝୀ, ଶରତ ରାଉତ, ରାମଚନ୍ଦ୍ର ଖୁଣ୍ଟିଆ, ଶରତ ପଟ୍ଟନାୟକ ଓ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନାଁ ରହିଛି। କଂଗ୍ରେସର ଷ୍ଟାର୍‌ ପ୍ରଚାର ତାଲିକାରେ ପ୍ରସାଦ ହରିଚନ୍ଦନ, ତାରା ବାହିନୀପତି, ରଞ୍ଜୀବ ବିଶ୍ୱାଳ, ମହମ୍ମଦ ମୋକିମ୍, ଗଣେଶ୍ୱର ବେହେରା, ସନ୍ତୋଷ ସିଂ ସାଲୁଜାଙ୍କ ନା ବି ରହିଛି।

ଅନ୍ୟପଟେ ଆଜି ବିଜେପି ଓ ବିଜେଡି ମଧ୍ୟ ସେମାନଙ୍କର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଥିଲେ। ବିଜେଡି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଅନନ୍ତ ଦାସ, ସୌମ୍ୟ ପଟ୍ଟନାୟକ, ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ, ସଂଜୟ ଦାସବର୍ମା ରହିଛନ୍ତି।

Advertisment

ସେହିପରି ବିଜେପି ତାଲିକାରେ ବିଜେପିର ସମୀର ମହାନ୍ତି, ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରଦୀପ୍ତ ନାଏକ, ସୌଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ଅପରାଜିତା ଷଡ଼ଙ୍ଗୀ, ଅଶ୍ୱିନୀ ବୈଷ୍ଣବ, ବିଜୟ ମହାପାତ୍ର, ପ୍ରକାଶ ମିଶ୍ର ସାମିଲ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ