congress
Advertisment
ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଧାନସଭା ପାଇଁ କଂଗ୍ରେସର ପ୍ରାର୍ଥୀ ବଦଳିଛନ୍ତି। ପୂର୍ବରୁ ପ୍ରାର୍ଥୀ ହୋଇଥିବା ବିସ୍ମୟ ମହାପାତ୍ରଙ୍କ ସ୍ଥାନରେ ଦିଗପହଣ୍ଡିର ପୂର୍ବତନ ନଗରପାଳ ତଥା ବରିଷ୍ଠ କଂଗ୍ରେସ ନେତା ପ୍ରଫୁଲ ପଣ୍ଡାଙ୍କୁ ଟିକେଟ୍ ଦିଆଯାଇଛି।
Advertisment
ଏହାକୁ ନେଇ କଂଗ୍ରେସ କର୍ମୀଙ୍କ ମହଲରେ ଖୁସିର ଲହରି ଖେଳି ଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/congress-20_1626758743.jpg)