tara
Advertisment
ଭୁବନେଶ୍ୱର : ଧାନ କିଣା ଓ ମଣ୍ଡି ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି। ୨-୩ ଦିନ ଭିତରେ ସମସ୍ୟାର ସମାଧାନ କରି ଚାଷୀଙ୍କ ଧାନ କିଣାଯାଉ। ବନ୍ଦ କରାଯାଉ କଟ୍ନୀ ଛଟ୍ନୀ। ନ ହେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି ତାରା।
Advertisment
ସରକାରୀ କର୍ମଚାରୀ-ମନ୍ତ୍ରୀ-ମିଲ ମାଲିକଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଚାଷୀ ହଇରାଣ ହେଉଛନ୍ତି। ମନ୍ତ୍ରୀ ସୂର୍ଯ୍ୟ ପାତ୍ର ମିଲର୍ଙ୍କ ପାଇଁ ନା ଚାଷୀଙ୍କ ପାଇଁ ପ୍ରଶ୍ନ କରିଛନ୍ତି ତାରା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/tara_1626418298.jpg)