Advertisment

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫,୭୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ଆଗରେ ରହିଛି। ଆଜି ଏଠାରେ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ସମ୍ବଲପୁର, ସୁବର୍ଣ୍ଣପୁର, ଗଜପତିରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଯାଜପୁର, କେନ୍ଦ୍ରାପଡା, ବାଲେଶ୍ୱର, କୋରାପୁଟ, ମୟୂରଭଞ୍ଜ,  ଭୁବନେଶ୍ୱରରୁ […]

ଅଦ୍ୟତନ ହୋଇଛି
ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୫ ଆକ୍ରାନ୍ତ

coronavirus

Advertisment

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫,୭୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

Advertisment

ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ଆଗରେ ରହିଛି। ଆଜି ଏଠାରେ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ସମ୍ବଲପୁର, ସୁବର୍ଣ୍ଣପୁର, ଗଜପତିରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଯାଜପୁର, କେନ୍ଦ୍ରାପଡା, ବାଲେଶ୍ୱର, କୋରାପୁଟ, ମୟୂରଭଞ୍ଜ,  ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୫୦୨ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୬୬ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ