Advertisment

ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏ କରୋନାରେ ଆଖି ବୁଜିଥିବାବେଳେ ବରଗଡରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ସମ୍ବଲପୁରରୁ ୩ ଜଣ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡରୁ ଜଣେ ଲେଖାଏ […]

author-image
Minati Mishra
ଆଖି ବୁଜିଲେ ୧୭ କରୋନା ରୋଗୀ

images

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି।

Advertisment

ଆଜି ସୁନ୍ଦରଗଡ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏ କରୋନାରେ ଆଖି ବୁଜିଥିବାବେଳେ ବରଗଡରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ସମ୍ବଲପୁରରୁ ୩ ଜଣ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡରୁ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

ସୂଚନାଥାଉ କି, ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଆଜି ରାଜ୍ୟରେ  ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

Advertisment
Advertisment