Advertisment

୨୪ ଘଣ୍ଟାରେ ୧୬ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧,୫୪୩ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ସର୍ବାଧିକ ୫ ଜଣ କରୋନାରେ ଆଖି ବୁଜିଛନ୍ତି। ଏହାବ୍ୟତୀତ ଝାରସୁଗୁଡ଼ା ଓ ବରଗଡରୁ ୨ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଅନ୍ୟ ଜିଲ୍ଲା ଯଥା ସମ୍ବଲପୁର, ଅନୁଗୋଳ, ଭୁବନେଶ୍ୱର, ଦେଓଗଡ, ନୟାଗଡ଼,  ପୁରୀ ଓ ମୟୂରଭଞ୍ଜରୁ ଜଣେ ଲେଖାଏ ରୋଗୀ […]

ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ୧୬ କରୋନା ରୋଗୀ ଆଖି ବୁଜିଲେ

online

Advertisment

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧,୫୪୩ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି।

Advertisment

ଆଜି ସୁନ୍ଦରଗଡ ସର୍ବାଧିକ ୫ ଜଣ କରୋନାରେ ଆଖି ବୁଜିଛନ୍ତି। ଏହାବ୍ୟତୀତ ଝାରସୁଗୁଡ଼ା ଓ ବରଗଡରୁ ୨ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ଅନ୍ୟ ଜିଲ୍ଲା ଯଥା ସମ୍ବଲପୁର, ଅନୁଗୋଳ, ଭୁବନେଶ୍ୱର, ଦେଓଗଡ, ନୟାଗଡ଼,  ପୁରୀ ଓ ମୟୂରଭଞ୍ଜରୁ ଜଣେ ଲେଖାଏ ରୋଗୀ ଅଖିବୁଜିଛନ୍ତି।

ସୂଚନାଥାଉ କି, ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଆଜି ରାଜ୍ୟରେ  ୭୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ