Advertisment

ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୬୯ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ବାଲେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।  ସେହିପରି କଟକରୁ ୩ଜଣ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାବ୍ୟତୀତ ଅନୁଗୁଳ, ଭୁବନେଶ୍ୱର, ସମ୍ବଲପୁର, ମୟୂରଭଞ୍ଜରୁ ଜଣେ ଲେଖାଏ ରୋଗୀଙ୍କ […]

ଅଦ୍ୟତନ ହୋଇଛି
ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

1111

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୬୯ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

Advertisment

ଆଜି ବାଲେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।  ସେହିପରି କଟକରୁ ୩ଜଣ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାବ୍ୟତୀତ ଅନୁଗୁଳ, ଭୁବନେଶ୍ୱର, ସମ୍ବଲପୁର, ମୟୂରଭଞ୍ଜରୁ ଜଣେ ଲେଖାଏ ରୋଗୀଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଆଜି ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ