Advertisment

ରାଜ୍ୟରେ କରୋନା ସ୍ଥିତି; ଚିହ୍ନଟ ହେଲେ ୮୬୮ ଆକ୍ରାନ୍ତ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୬୪୪ ରେ ପହଞ୍ଚିଥିବାବେଳେ ଆଜି ପୁଣି ବଢିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୫୦୨ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୬୬ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଆଜି ଖୋର୍ଦ୍ଧାରୁ ୧୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତା ପଛରେ ରହିଛି ସୁନ୍ଦରଗଡ଼। ୩ ନମ୍ବରରେ ରହିଛି […]

ରାଜ୍ୟରେ କରୋନା ସ୍ଥିତି; ଚିହ୍ନଟ ହେଲେ ୮୬୮ ଆକ୍ରାନ୍ତ

1

Advertisment

ଭୁବନେଶ୍ୱର: ଗତକାଲି ରାଜ୍ୟରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୬୪୪ ରେ ପହଞ୍ଚିଥିବାବେଳେ ଆଜି ପୁଣି ବଢିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୫୦୨ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୬୬ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

Advertisment

ଆଜି ଖୋର୍ଦ୍ଧାରୁ ୧୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତା ପଛରେ ରହିଛି ସୁନ୍ଦରଗଡ଼। ୩ ନମ୍ବରରେ ରହିଛି କଟକ। ଖୋର୍ଦ୍ଧାରୁ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୮୨ ଓ କଟକର ୬୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୯୨୦ ଥିବାବେଳେ ଆକ୍ଟିଭ କେସ୍‌ ୮୮୧୮ ରହିଛି। ୩,୦୦, ୪୭୪ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ