Advertisment

ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୩୭୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିରୁ ୭୯୬ ଏବଂ ଲୋକାଲ କେସ୍‌ ୫୬୭ ରହିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂଖ୍ୟା ୩ ଲକ୍ଷ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି। ଆଜି ସର୍ବାଧିକ କରୋନା ପଜିଟିଭ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଏଠାରେ ୧୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କଟକରୁ ୧୨୧ ନୂଆ କରୋନା ରୋଗୀ ବାହାରିଛନ୍ତି। ଅନୁଗୋଳରୁ ୮୧, ଜଗତ୍‌ସିଂହପୁରରୁ ୭୦, […]

ଅଦ୍ୟତନ ହୋଇଛି
ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

vaccani

Advertisment

ଭୁବନେଶ୍ୱର: ରାଜ୍ୟରେ ୧୩୭୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିରୁ ୭୯୬ ଏବଂ ଲୋକାଲ କେସ୍‌ ୫୬୭ ରହିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂଖ୍ୟା ୩ ଲକ୍ଷ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି।

Advertisment

ଆଜି ସର୍ବାଧିକ କରୋନା ପଜିଟିଭ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଏଠାରେ ୧୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କଟକରୁ ୧୨୧ ନୂଆ କରୋନା ରୋଗୀ ବାହାରିଛନ୍ତି। ଅନୁଗୋଳରୁ ୮୧, ଜଗତ୍‌ସିଂହପୁରରୁ ୭୦, ମୟୂରଭଞ୍ଜରୁ ୭୮, ସୁନ୍ଦରଗଡରୁ ୯୬, ନୂଆପଡ଼ାରୁ ୧୦୮ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ୪୮,୮୮,୫୦୯ ନମୂନା ପରୀକ୍ଷା କରଯାଇଥିବାବେଳେ ୩୦୦୧୪୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨,୮୫,୧୭୪ ସୁସ୍ଥ ହୋଇ ଫେରିଥିବାବେଳେ ଆକ୍ଟିଭ କେସ ରହିଛି ୧୩,୫୦୩।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ