Advertisment

ଏଣିକି ୱେବସାଇଟ୍‌ରେ ମିଳିବ କରୋନା ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର: ଏଣିକି ୱେବସାଇଟ୍‌ରେ ମିଳିବ କରୋନା ଟେଷ୍ଟ ରିପୋର୍ଟ। ଶୀଘ୍ର ଓ ସୁବିଧାରେ ରିପୋର୍ଟ ଜାଣିବା ପାଇଁ ୱେବସାଇଟରେ ମିଳିବ। ଉଭୟ ଆଣ୍ଟିଜେନ ଓ RTPCR ଟେଷ୍ଟ ରିପୋର୍ଟ ୱେବସାଇଟରେ ମିଳିବ। ନୂଆ ବ୍ୟବସ୍ଥା ନେଇ ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ରାଜ୍ୟ କୋଭିଡ ଡ୍ୟାସବୋର୍ଡ ଓ କୋଭିଡ଼ ୧୯ ୱେବସାଇଟରେ ବ୍ୟବସ୍ଥା ହୋଇଛି। ୱେବସାଇଟକୁ ଯାଇ ନୋ ୟୋର ଟେଷ୍ଟ ରିପୋର୍ଟକୁ କ୍ଲିକ କରନ୍ତୁ। ସେଠି ସାମ୍ପଲ ଦେଲା ବେଳେ ଦେଇଥିବା […]

author-image
Chandan Shishu
ଏଣିକି ୱେବସାଇଟ୍‌ରେ ମିଳିବ କରୋନା ଟେଷ୍ଟ ରିପୋର୍ଟ

corona testing

ଭୁବନେଶ୍ୱର: ଏଣିକି ୱେବସାଇଟ୍‌ରେ ମିଳିବ କରୋନା ଟେଷ୍ଟ ରିପୋର୍ଟ। ଶୀଘ୍ର ଓ ସୁବିଧାରେ ରିପୋର୍ଟ ଜାଣିବା ପାଇଁ ୱେବସାଇଟରେ ମିଳିବ। ଉଭୟ ଆଣ୍ଟିଜେନ ଓ RTPCR ଟେଷ୍ଟ ରିପୋର୍ଟ ୱେବସାଇଟରେ ମିଳିବ। ନୂଆ ବ୍ୟବସ୍ଥା ନେଇ ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ରାଜ୍ୟ କୋଭିଡ ଡ୍ୟାସବୋର୍ଡ ଓ କୋଭିଡ଼ ୧୯ ୱେବସାଇଟରେ ବ୍ୟବସ୍ଥା ହୋଇଛି।

Advertisment
  • ୱେବସାଇଟକୁ ଯାଇ ନୋ ୟୋର ଟେଷ୍ଟ ରିପୋର୍ଟକୁ କ୍ଲିକ କରନ୍ତୁ।
  • ସେଠି ସାମ୍ପଲ ଦେଲା ବେଳେ ଦେଇଥିବା ନିଜ ମୋବାଇଲ ନମ୍ବର ଦିଅନ୍ତୁ।
  • ମୋବାଇଲ ନମ୍ବର ଦେଲା ପରେ ଅାପଣଙ୍କ ନମ୍ବରକୁ ଏକ OTP ଆସିବ।
  • OTP ନମ୍ବର ଦେଇ ସବମିଟ୍ କଲା ପରେ ଟେଷ୍ଟ ରିପୋର୍ଟ ଦେଖାଯିବ।

ବହୁ ସମୟରେ କରୋନା ରିପୋର୍ଟ ପାଇଁ ଲୋକେ ଅପେକ୍ଷା କରୁଥିଲେ। ଏପରିକି ଟେଷ୍ଟ ରିପୋର୍ଟ ପାଇଁ ପୁଣି ଥରେ ଲ୍ୟାବକୁ ଯାଉଥିଲେ। ଏଥିଯୋଗୁଁ ସଂକ୍ରମଣ ଆଶଙ୍କା ଅଧିକ ରହିଥିଲା। ତେଣୁ ଏହାକୁ ଏଡ଼ାଇବାକୁ ଏପରି ବ୍ୟବସ୍ଥା ହୋଇଛି।

Advertisment
Corona Breaking News
Advertisment
Advertisment