/odishatv-khabar/media/post_attachments/uploadimage/library/16_9/16_9_0/corona-4_1625235317.jpg)
corona
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨, ୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୧,୩୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୯୫୭ ।
ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର କମୁଥିବା ଦେଖିବାକୁ ମିଳିଛି। ତେବେ ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହି ଜିଲ୍ଲାରୁ। ଖୋର୍ଦ୍ଧାରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୪ ରହିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬, ୯୩୭ରେ ପହଞ୍ଚିଛି।
Covid-19 Report For 12th October
New Positives Cases: 2275
In quarantine: 1318
Local contacts: 957(Details of local contacts will be shared by concerned District Administration)
District Wise Cases
1. Angul: 136
2. Balasore: 111
3. Bargarh: 64
4. Bhadrak: 50
5. Balangir: 77— I & PR Department, Odisha (@IPR_Odisha) October 13, 2020
ଆହୁରି ପଢନ୍ତୁ:- ଆଖି ବୁଜିଲେ ୧୭ କରୋନା ରୋଗୀ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)