Advertisment

କମୁଛି କରୋନା କୋପ: ଆଜି ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୩୪ ଓ୩୧୯. ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ୩୦ଟି ଜିଲ୍ଲା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ ଜିଲ୍ଲାରୁ । ଏଠାରେ ଆଜି ୭୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ଖୋର୍ଦ୍ଧା । ଏଠାରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

author-image
Minati Mishra
ଅଦ୍ୟତନ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୩୪ ଓ୩୧୯. ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।

Advertisment

ଆଜି ୩୦ଟି ଜିଲ୍ଲା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ ଜିଲ୍ଲାରୁ । ଏଠାରେ ଆଜି ୭୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ଖୋର୍ଦ୍ଧା । ଏଠାରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି ନୂଆପଡା। ଏଠାରେ ଆଜି ୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟ ସବୁଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ତଳେ ରହିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୬୫୯ ଛୁଇଁଛି। ଆକ୍ଟିଭ କେସ୍‌ ୧୦, ୫୬୩ ଛୁଇଁ ଥିବାବେଳେ ସୁସ୍ଥ ହୋଇଛନ୍ତି ୨,୯୬,୫୧୬

Advertisment

Advertisment
Advertisment