bhubaneswar corona update
Advertisment
ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ ସେଣ୍ଟରରୁ ୨୦ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ଲୋକାଲ କେସ୍ ଅଛନ୍ତି।
Advertisment
ଲୋକାଲ କଣ୍ଟାରେ ଗୋଟିଏ ଘରୋଇ ହସ୍ପିଟାଲର ୩ ମହିଳା ଆକ୍ରାନ୍ତ ହୋଇଥିବାବେଳେ ଖଣ୍ଡଗିରି ଅଞ୍ଚଳର ଜଣେ ମହିଳା ମଧ୍ୟ ଅଛନ୍ତି।
ଏଥିସହିତ ଏୟାରପୋର୍ଟ କଲୋନୀ, କୋଳଥିଆ PPL କଲୋନୀରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/cinbd_1626156948.jpg)