• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ି ଚାଲିଛି କରୋନା। ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ହଜାର ୮୮୧ ଆକ୍ରାନ୍ତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ୧୨ ହଜାର ୨୩୭ରେ ପହଞ୍ଚିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୭ ହଜାର ହେଲାଣି।

୧ ଲକ୍ଷ ୯୪ ହଜାର ୩୨୪ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୧ ଲକ୍ଷ ୬୦ ହଜାର ୩୩୮ ରହିଛି।  କେବଳ ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ୫ ହଜାର ୬୫୧ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୬ ହଜାର ୭୫୨ ହେଲାଣି।

ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ୧୯୦୪, ଗୁଜରାଟରେ  ୧୫୬୦, ତାମିଲନାଡୁରେ ୫୭୬, ପଶ୍ଚିମବଙ୍ଗରେ ୫୦୬, ମଧ୍ୟପ୍ରଦେଶରେ ୪୮୨, ଉତ୍ତରପ୍ରଦେଶରେ ୪୩୫ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Coronavirus-upadate-18-june
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories