Advertisment

କାରରୁ ୫ ଶହ ଲିଟର ଦେଶୀ ମଦ ଜବତ

ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲା ଆଇଟିଆଇ ଛକରୁ ଏକ କାର୍‌ରୁ ବିପୁଳ ପରିମାଣର ମଦ ଜବତ ହୋଇଛି। ଏହି ଘଟଣାରେ ଅବକାରୀ ବିଭାଗର ମୋବାଇଲ ସ୍କ୍ୱାର୍ଡ ଜଣକୁ ଗିରଫ କରିଛି। ତାଙ୍କ ନାଁ ହେଉଛି ବିଜୟ ନାଥ। ସେ ଭଦ୍ରକ ଜିଲ୍ଲା ମିଞ୍ଜାପୁର ଗାଁର। ବିଜୟ ନିଜ କାରରେ ପୁରୁଣା ବାଲେଶ୍ୱରରୁ ଭଦ୍ରକ ଯାଉଥିବା ବେଳେ ଖବର ପାଇ ତାଙ୍କୁ ମୋବାଇଲ ସ୍କ୍ୱାର୍ଡ ଧରିଥିଲା। କାର୍‌ରୁ ୫୦୦ଶହ ଲିଟରରୁ ଊର୍ଦ୍ଧ୍ୱ ମଦ ଜବତ ହୋଇଥିବା ଜଣା ପଡ଼ିଛି। […]

କାରରୁ ୫ ଶହ ଲିଟର ଦେଶୀ ମଦ ଜବତ

car

Advertisment

ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲା ଆଇଟିଆଇ ଛକରୁ ଏକ କାର୍‌ରୁ ବିପୁଳ ପରିମାଣର ମଦ ଜବତ ହୋଇଛି। ଏହି ଘଟଣାରେ ଅବକାରୀ ବିଭାଗର ମୋବାଇଲ ସ୍କ୍ୱାର୍ଡ ଜଣକୁ ଗିରଫ କରିଛି। ତାଙ୍କ ନାଁ ହେଉଛି ବିଜୟ ନାଥ। ସେ ଭଦ୍ରକ ଜିଲ୍ଲା ମିଞ୍ଜାପୁର ଗାଁର।

Advertisment

ବିଜୟ ନିଜ କାରରେ ପୁରୁଣା ବାଲେଶ୍ୱରରୁ ଭଦ୍ରକ ଯାଉଥିବା ବେଳେ ଖବର ପାଇ ତାଙ୍କୁ ମୋବାଇଲ ସ୍କ୍ୱାର୍ଡ ଧରିଥିଲା। କାର୍‌ରୁ ୫୦୦ଶହ ଲିଟରରୁ ଊର୍ଦ୍ଧ୍ୱ ମଦ ଜବତ ହୋଇଥିବା ଜଣା ପଡ଼ିଛି।

ତେବେ ଜବତ ହୋଇଥିବା ମଦର ମୂଲ୍ୟ ୫୦ ହଜାର ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ