umarkote
Advertisment
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଛଟାଗୁଡ଼ା ଗାଁ ପୋଖରୀ ପାଖରେ ଥିବା ଜାମୁ ଗଛରେ ରଶି ଲଗାଇ ଦୁଇଜଣ ଯୁବକଯୁବତୀ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକଯୁବତୀ ହେଲେ ଇନ୍ଦ୍ର ଗଣ୍ଡ ଓ ସୁଶୀଳା କଲାର। ଦୁହେଁ ଗତ ରାତିରେ ଗଛରେ ରଶି ଲଗାଇ ଦେଇଥିଲେ। ପ୍ରେମ ଜନିତ କାରଣରୁ ଉଭୟ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି।
Advertisment
ସକାଳେ ଗାଁ ଲୋକେ ଗଛରେ ମୃତଦେହ ଝୁଲୁଥିବା ଦେଖି ପୁଲିସ୍କୁ ଖବର ଦେଇଥିଲେ। ଖବର ପାଇ ପୁଲିସ୍ ଗାଁରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/umarkot_1626339469.jpg)