Advertisment

ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

ଧର୍ମଗଡ଼  : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିକଟ ମହିଚଲା ଛକରେ ମର୍ମନ୍ତୁଦ ଦୁର୍ଘଟଣା।  ଗାଡ଼ି ଧକ୍କାରେ ସ୍ୱାମୀ-ସ୍ତ୍ରୀ ମୃତ। ମୃତକ ହେଲେ ଚନ୍ଦ୍ରଧ୍ୱଜ ବେମାଲ ଓ କଳାବତୀ ବେମାଲ । ଆଜି ସକାଳୁ ମର୍ଣ୍ଣିଂ ଓ୍ୱାକ୍ କରୁଥିବା ବେଳେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଛି । ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଛି।  ଫଳରେ ସେଠାରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ NH-26 ଅବରୋଧ କରିଛନ୍ତି । ଏହା ଫଳରେ ଭବାନୀପାଟଣା-ଜୟପୁର ରାସ୍ତାରେ ଗାଡ଼ି ଚଳାଚଳ […]

ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

couple death

Advertisment

ଧର୍ମଗଡ଼  : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିକଟ ମହିଚଲା ଛକରେ ମର୍ମନ୍ତୁଦ ଦୁର୍ଘଟଣା।  ଗାଡ଼ି ଧକ୍କାରେ ସ୍ୱାମୀ-ସ୍ତ୍ରୀ ମୃତ। ମୃତକ ହେଲେ ଚନ୍ଦ୍ରଧ୍ୱଜ ବେମାଲ ଓ କଳାବତୀ ବେମାଲ ।

Advertisment

ଆଜି ସକାଳୁ ମର୍ଣ୍ଣିଂ ଓ୍ୱାକ୍ କରୁଥିବା ବେଳେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଛି । ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଛି।  ଫଳରେ ସେଠାରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ NH-26 ଅବରୋଧ କରିଛନ୍ତି । ଏହା ଫଳରେ ଭବାନୀପାଟଣା-ଜୟପୁର ରାସ୍ତାରେ ଗାଡ଼ି ଚଳାଚଳ ଠପ୍ ହୋଇ ଯାଇଛି । ଉଭୟ ପଟରେ ଅଟକି ରହିଛି ଶହ ଶହ ଗାଡ଼ି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ