Advertisment

କରୋନା ନେଇ ଓଡ଼ିଶାରେ ଆଲାର୍ମିଂ ପରିସ୍ଥିତି ନାହିଁ: ILS ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଆଣ୍ଟିବଡି ଟେଷ୍ଟ। ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ଆଣ୍ଟିବଡି ଟେଷ୍ଟ କିଟ୍।  ICMR ଦ୍ୱାରା ଅନୁମୋଦିତ କିଟ୍ ଓଡ଼ିଶା ଆସି RMRCରେ ପହଞ୍ଚିବ। ବର୍ତ୍ତମାନ ଚାଲିଥିବା ଘରକୁ ଘର ହେଉଥିବା ସର୍ଭେରେ ଏହାକୁ ବ୍ୟବହାର କରାଯିବ। ତେବେ ଆସନ୍ତାକାଲି ଓଡ଼ିଶାରେ ଟେଷ୍ଟିଂ କେମିତି ହେବ ସେ ନେଇ ଏକ ଯୋଜନା ପ୍ରସ୍ତୁତ କରାଯିବ। ତେବେ ଓଡ଼ିଶାରେ ବର୍ତ୍ତମାନ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ILS ନିର୍ଦ୍ଦେଶକ କହିଛନ୍ତି। ଏବେ ଯେଉଁ ସଂକ୍ରମିତ […]

author-image
Abinash Pati
କରୋନା ନେଇ ଓଡ଼ିଶାରେ ଆଲାର୍ମିଂ ପରିସ୍ଥିତି ନାହିଁ: ILS ନିର୍ଦ୍ଦେଶକ

coronavirus

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଆଣ୍ଟିବଡି ଟେଷ୍ଟ। ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ଆଣ୍ଟିବଡି ଟେଷ୍ଟ କିଟ୍।  ICMR ଦ୍ୱାରା ଅନୁମୋଦିତ କିଟ୍ ଓଡ଼ିଶା ଆସି RMRCରେ ପହଞ୍ଚିବ। ବର୍ତ୍ତମାନ ଚାଲିଥିବା ଘରକୁ ଘର ହେଉଥିବା ସର୍ଭେରେ ଏହାକୁ ବ୍ୟବହାର କରାଯିବ।

Advertisment

ତେବେ ଆସନ୍ତାକାଲି ଓଡ଼ିଶାରେ ଟେଷ୍ଟିଂ କେମିତି ହେବ ସେ ନେଇ ଏକ ଯୋଜନା ପ୍ରସ୍ତୁତ କରାଯିବ। ତେବେ ଓଡ଼ିଶାରେ ବର୍ତ୍ତମାନ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ILS ନିର୍ଦ୍ଦେଶକ କହିଛନ୍ତି। ଏବେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେମାନେ ସଂଗରୋଧ ଓ କୋଭିଡ୍ ଯୋଦ୍ଧା। ତେଣୁ ଓଡ଼ିଶାରେ ଆଲାର୍ମିଂ ପରିସ୍ଥିତି ନାହିଁ।  ତେବେ ଆମକୁ ସବୁଦିନ ପାଇଁ ସଚେତନ ହେବାକୁ ପଡ଼ିବ ବୋଲି ILS ନିର୍ଦ୍ଦେଶକ ଅଜୟ ପରିଡ଼ା କହିଛନ୍ତି।

COVID-19 Coronavirus Coronavirus In Odisha
Advertisment
Advertisment