Advertisment

ରାଜ୍ୟରେ ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪୦୬୧ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଆଜି ସୁଦ୍ଧା ୧୧୨୦୬୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 45 from Rayagada37 from Kalahandi33 from Bolangir33 from Sonepur32 from Kandhamal31 from Boudh26 from Deogarh24 from Malkangiri23 from Gajapati — H & FW Dept Odisha (@HFWOdisha) September 11, […]

ଅଦ୍ୟତନ ହୋଇଛି
ରାଜ୍ୟରେ ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ

corona

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪୦୬୧ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଆଜି ସୁଦ୍ଧା ୧୧୨୦୬୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

Advertisment

https://twitter.com/HFWOdisha/status/1304422214289113093?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ଜଣ ଅଛନ୍ତି। ସେହିପରି କଟକରୁ ୪୨୫, ସୁନ୍ଦରଗଡ଼ରୁ ୨୬୭, ବରଗଡ଼ରୁ ୨୪୪, ମୟୂରଭଞ୍ଜରୁ ୨୪୦, ବାଲେଶ୍ୱରରୁ ୧୮୭, ଯାଜପୁରରୁ ୧୮୫, କେନ୍ଦ୍ରାପଡ଼ାରୁ ୧୭୯, ଅନୁଗୋଳରୁ ୧୬୭, ଗଞ୍ଜାମରୁ ୧୫୭, ପୁରୀରୁ ୧୩୨, ଭଦ୍ରକରୁ ୧୩୦, ଜଗତସିଂହପୁରରୁ ୧୩୦, ଝାରସୁଗୁଡ଼ାରୁ ୧୩୦ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦୁଝରରୁ ୭୮, ସମ୍ବଲପୁରରୁ ୭୭, କୋରାପୁଟରୁ ୭୪, ନୂଆପଡ଼ାରୁ ୭୪, ନବରଙ୍ଗପୁରରୁ ୫୯, ଢେଙ୍କାନାଳରୁ ୫୦, ନୟାଗଡ଼ରୁ ୪୮, ରାୟଗଡ଼ାରୁ ୪୫, କଳାହାଣ୍ଡିରୁ ୩୭, ବଲାଙ୍ଗିରରୁ ୩୩, ସୁବର୍ଣ୍ଣପୁରରୁ ୩୩, କନ୍ଧମାଳରୁ ୩୨, ବୌଦ୍ଧରୁ ୩୧, ଦେବଗଡ଼ରୁ ୨୬, ମାଲକାନଗିରିରୁ ୨୪ ଓ ଗଜପତିରୁ ୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ