/odishatv-khabar/media/post_attachments/uploadimage/library/16_9/16_9_0/cpim-12-1_1626760014.jpg)
cpim
ଭୁବନେଶ୍ୱର: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ସିପିଆଇଏମ୍ ରାଜ୍ୟ ଓଡ଼ିଶା ସମିତିର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି। ଚାଷୀ ସମସ୍ୟା, ବେକାରୀ ସମସ୍ୟା ସମାଧାନ, ନାରୀ ସୁରକ୍ଷା ଓ ସ୍ମାର୍ଟ ସିଟିକୁ ପୂର୍ଣ୍ଣ ରୂପରେଖ ଦେବା ଆଦି ଇସ୍ତାହାରରେ ସାମିଲ କରାଯାଇଛି।
Advertisment
ସିପିଆଇଏମ୍ର ରାଜ୍ୟ ସଂପାଦକ ଅଳି କିଶୋର ପଟ୍ଟନାୟକ, ଦଳର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଜନାର୍ଦ୍ଦନ ପତି ଓ ଅନ୍ୟ କର୍ମକର୍ତ୍ତାଙ୍କ ଅଧ୍ୟକ୍ଷତାରେ ଏହି ଇସ୍ତାହାର ପ୍ରସ୍ତୁତ କରାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)