Advertisment

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଇଥିବା ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଇଥିବା ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ। ଟୁଇଟ୍ ଯୋଗେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପ୍ରଦୀପଙ୍କୁ ପଚରାଉଚରା କରାଯାଉଥିବା ଟ୍ୱିଟ୍ କରି ଜଣାଇଛି କ୍ରାଇମବ୍ରାଞ୍ଚ। ସାଇବର ଥାନା କେସ୍ ନଂ-୨୬/୨୦୨୦ରେ ପ୍ରଦୀପଙ୍କୁ ପଚରାଉଚରା କରାଯାଉଥିବା ସୂଚନା ଦିଆଯାଇଛି। କିଛି ସମୟ ପୂର୍ବରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଛି ଲୋକ ଉଠାଇନେଇଥିବା ତାଙ୍କ ପତ୍ନୀ ସୂଜାତା ପାଣିଗ୍ରାହୀ ସୂଚନା ଦେଇଥିଲେ। କ୍ରାଇମବ୍ରାଞ୍ଚ ପରିଚୟ ଦେଇ କିଛି ଲୋକ ପ୍ରଦୀପଙ୍କୁ ତାଙ୍କ ଭୁବନେଶ୍ୱର ସରକାରୀ […]

ଅଦ୍ୟତନ ହୋଇଛି
ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଇଥିବା ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ

pradeep-panigrahi

Advertisment

ଭୁବନେଶ୍ୱର: ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଇଥିବା ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ। ଟୁଇଟ୍ ଯୋଗେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପ୍ରଦୀପଙ୍କୁ ପଚରାଉଚରା କରାଯାଉଥିବା ଟ୍ୱିଟ୍ କରି ଜଣାଇଛି କ୍ରାଇମବ୍ରାଞ୍ଚ। ସାଇବର ଥାନା କେସ୍ ନଂ-୨୬/୨୦୨୦ରେ ପ୍ରଦୀପଙ୍କୁ ପଚରାଉଚରା କରାଯାଉଥିବା ସୂଚନା ଦିଆଯାଇଛି।

Advertisment

Image

କିଛି ସମୟ ପୂର୍ବରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଛି ଲୋକ ଉଠାଇନେଇଥିବା ତାଙ୍କ ପତ୍ନୀ ସୂଜାତା ପାଣିଗ୍ରାହୀ ସୂଚନା ଦେଇଥିଲେ। କ୍ରାଇମବ୍ରାଞ୍ଚ ପରିଚୟ ଦେଇ କିଛି ଲୋକ ପ୍ରଦୀପଙ୍କୁ ତାଙ୍କ ଭୁବନେଶ୍ୱର ସରକାରୀ ବାସଭବନରୁ ଉଠାଇ ନେଇଥିବା ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ  କହିଥିଲେ।

Advertisment


ସୁଜାତାଙ୍କ ସୂଚନା ଅନୁସାରେ, ୪ଟି ଗାଡ଼ିରେ କିଛି ଲୋକ ଆସି କ୍ରାଇମବ୍ରାଞ୍ଚ ପରିଚୟ ଦେଇ ପ୍ରଦୀପଙ୍କୁ ଉଠାଇ ନେଇଛନ୍ତି। ଗାଡ଼ିରେ ଆସିଥିବା ଲୋକମାନେ ଇଓଡବ୍ଲୁ କହି ପ୍ରଦୀପଙ୍କୁ ନେଇ ଆସିଥିଲେ।

Advertisment

ଅନ୍ୟପଟେ ପ୍ରଦୀପ ପାଣିଗ୍ରାହୀଙ୍କର ଯଦି କିଛି ହୁଏ ତେବେ ସମସ୍ତଙ୍କୁ କାଠଗଡ଼ାକୁ ଟାଣିବେ ବୋଲି ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ସୂଚନା ଦେଇଛନ୍ତି।

Pradeep Panigrahi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ