କଟକ ବୋର୍ଡ ଅଫିସ ଆଗରେ ଧାରଣାରେ ବସିଲେ OTET ପରୀକ୍ଷାର୍ଥୀ। ଚଳିତ ବର୍ଷ OTET ପରୀକ୍ଷାରେ ଉପୁଜିଥିବା ସମସ୍ୟାକୁ ନେଇ ବିକ୍ଷୋଭ ଓ ନାରାବାଜି କରିଛନ୍ତି।
ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ ଶହ ଟପିଲା । ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି ।
NHAI ଓଡ଼ିଶା ଆଞ୍ଚଳିକ ଅଧିକାରୀ ବୀରେନ୍ଦ୍ର ସିଂହଙ୍କ ସୂଚନା । ଡିସେମ୍ବର ସୁଦ୍ଧା ସରିବ କଟକ-ସମ୍ବଲପୁର NH-55 କାମ ।
ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।
କଟକ SCBରେ ଦୁଇ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣା। ସଂପୃକ୍ତ ଡାକ୍ତରଙ୍କୁ ବହିଷ୍କାର ପାଇଁ ନିର୍ଦ୍ଦେଶ ।
ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି ।
ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ ।
କଟକରେ ପୂଜା ପ୍ରସ୍ତୁତି ବୈଠକରେ ପୋଲିସ୍ କମିଶନରଙ୍କ ସୂଚନା । ଗଣେଶ ମୂର୍ତ୍ତି ବିକୃତ ନକରିବାକୁ ଗୁରୁତ୍ୱ ।
ସନ୍ଦେହରେ କିଛି ଷ୍ଟାଫ୍ଙ୍କୁ ସିବିଆଇ ନିଜ ହେପାଜତରେ ବି ରଖିଥିବା ସୂଚନା ମିଳିଛି ।
ରାଜ୍ୟ ପୋଲିସ ମୁଖିଆ ଭାବେ ଦାୟିତ୍ବ ଗ୍ରହଣ କଲେ ୱାଇ. ବି. ଖୁରାନିଆ । କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ବ ଗ୍ରହଣ କରିଛନ୍ତି ।
ଅତି ଜରୁରୀ ନଥିଲେ SCB ଆସନି । କୌଣସି ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି କ’ଣ ହେବ । ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ଆଜି ଏଭଳି ପ୍ରତିକ୍ରିୟା ରଖିଛନ୍ତି SCB ଅଧୀକ୍ଷକ ।
କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର ଏମ୍ସରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଛନ୍ତି ଡାକ୍ତର ।
ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ରେଡ୍ ଜାରି ରହିଛି । ଏହି ଚଢ଼ାଉରେ ୪ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।
ଅଧାପନ୍ତରିଆ ହାଡୁଆ ମଧ୍ୟମ ଜଳସେଚନ ପ୍ରକଳ୍ପ । କ୍ଷତିପୂରଣ ନେଇ ଚିନ୍ତାରେ ବିସ୍ଥାପିତ ପରିବାର ।
ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ।
ଏହି ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କରିଛି ସ୍ୱାସ୍ଥ୍ୟ ବିଭାଗ। କମିଟିରେ DMET ସନ୍ତୋଷ ମିଶ୍ର, SCB ଅଧୀକ୍ଷକ ସୁଧାଂଶୁ ମିଶ୍ର ଓ ଯୁଗ୍ମ DMET ରୋମା ରତନ ରହିଛନ୍ତି।
ଦୁଷ୍କର୍ମ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ଅତିରିକ୍ତ ଡିସିପି ଅନୀଲ ମିଶ୍ର। ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେଇଛି । ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ କରାଯିବ। ୧୬୧, ୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବ।
ଭୁବନେଶ୍ବର AIIMSରେ ୪୨ ବର୍ଷରେ କ୍ୟାନସରରେ ମୃତ୍ୟୁ । ୨୦୦୬ରେ ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ହୋଇଥିଲା ଜେଲ୍ ।
କଟକ ତ୍ରିଶୁଳିଆ ବ୍ରିଜ୍ ଉପରୁ କାଠଯୋଡ଼ି ନଈକୁ ଡେଇଁବା ଘଟଣାରେ ଟୁଇଷ୍ଟ। ରାତିରେ ଭରାନଈକୁ ଡେଇଁଥିଲେ, ରାତି ପାହିଲାବେଳକୁ ପୁରୀ ଘାଟ ଥାନାରେ ହାଜର ହୋଇଗଲେ।
କଟକ ଏସ୍ସିବି ସଂପ୍ରସାରଣ କାମ ବେଳେ ଘଟିଲା ବଡ଼ ଅଘଟଣ । ଏସ୍ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍ ଭାଙ୍ଗିପଡ଼ିଲା ନେଇ ସୂଚନା ।
ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।
କଟକ ଛତ୍ରବଜାରକୁ ଆଜି ଆସି ପାରିନି ଆଳୁ ଗାଡ଼ି। ଫଳରେ ଆଳୁ ଦର ପୁଣି ବଢିବା ନେଇ ଆଶଙ୍କା ପ୍ରକାଶ ପାଇଛି। କଟକରେ ଆଳୁ ଦର କିଲୋ ପିଛା ୫୦ ଟଙ୍କା ଯାଏଁ ପହଞ୍ଚିଲାଣି।
ଭିଜିଲାନ୍ସ ରେଡରୁ ଫିଟୁଛି ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ପେଡି। OBCC ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ।
ମାତ୍ର କେଇ ଘଣ୍ଟା ଭିତରେ ଅଫିସରଙ୍କୁ ବି ପାଣି ପିଆଇଦେଲେ ହାଇସ୍କୁଲ୍ ଛାତ୍ରଛାତ୍ରୀ । ପିଲାଙ୍କ ସହ କାଦୁଅ ପଚ୍ ପଚ୍ ପାଣି ରାସ୍ତାରେ ଚାଲିଲେ ବିଡିଓ ଓ ତହସିଲଦାର ।