• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Cuttack

barabati
ବିନା ଦର୍ଶକରେ ବାରବାଟୀରେ ହେବ ଟି-ଟ୍ୱେଣ୍ଟି ମ୍ୟାଚ୍‌

ପରିସ୍ଥିତିକୁ ଦେଖି ବିନା ଦର୍ଶକରେ ମ୍ୟାଚ୍‌ ଆୟୋଜନ ପାଇଁ ଓସିଏ ପ୍ରସ୍ତୁତ ଥିବା କହିଛନ୍ତି ସିଇଓ ସୁବ୍ରତ ବେହେରା ।

Car Driver
ମାଲିକ ସହ ବେଇମାନି କରି ଗିରଫ ହେଲା ଡ୍ରାଇଭର

ବିଶ୍ୱାସରେ ବିଷ ଦେଲା ଡ୍ରାଇଭର, ମାଲିକଙ୍କ ଟଙ୍କା ହଡ଼ପ୍‌ କରିବାକୁ ଯାଇ ଧରାପଡ଼ିଲେ

Naveen Dharmedra
ମାହାଙ୍ଗା ଡବଲ ମର୍ଡର ଘଟଣା: ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍, କହିଲେ ଦିନ କାଳ ଧୀରେ ଧୀରେ ସରିବ

କୁଳମଣିଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତକୁ ମଧ୍ୟ ପୋଲିସ ଧରିଲା ନାହିଁ । ଶେଷରେ ମନ୍ତ୍ରୀଙ୍କ ବ୍ୟାବସାୟିକ ପେଣ୍ଠସ୍ଥଳ ନିକଟରେ ମୁଖ୍ୟ ଅଭିଯୁକ୍ତଙ୍କ ମୃତ୍ୟୁ ହେଲା ।

Court
୬ ସପ୍ତାହରେ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ସାରିବାକୁ ନିର୍ଦ୍ଦେଶ

୬ ସପ୍ତାହ ମଧ୍ୟରେ ନିର୍ବାଚନ ସାରିବାକୁ କୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି । ପରିଷଦର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ ମହାନ୍ତିଙ୍କ ଆବେଦନର ରାୟ ପ୍ରକାଶ ସହ ହାଇକୋର୍ଟ ଏହା କହିଛନ୍ତି ।

Roti Bank
ଗରିବଙ୍କୁ ଖାଇବା ଯୋଗାଇବ ରୁଟି ବ୍ୟାଙ୍କ୍‌

ଆଉ ଉପାସରେ ରହିବେନି ଗରିବ ଲୋକ। ସେମାନଙ୍କୁ ଖାଦ୍ୟ ଯୋଗାଇବାକୁ ଆରମ୍ଭ ହେଲା ରୁଟି ବ୍ୟାଙ୍କ୍‌

 Orissa High Court
ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ‘MY LORD’ ସମ୍ବୋଧନ କରାଯିବନି

ଏଣିକି ଓଡିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ଆଇନଜୀବୀମାନେ ଆଉ ‘MY LORD’, ‘YOUR LORDSHIP’, ‘YOUR HONOUR’ ସମ୍ବୋଧନ କରିବେନାହିଁ । ଏନେଇ ହାଇକୋର୍ଟ ମୁଖ୍ୟବିଚାରପତିଙ୍କ ପକ୍ଷରୁ ଅନୁରୋଧ କରାଯାଇଛି।

vaccination
କାଲିଠୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା: କଟକରେ ଆଜି ସନ୍ଧ୍ୟାରୁ ସ୍ଲଟ୍‌ ବୁକିଂ

କଟକ ଜିଲ୍ଲାରେ ୧୫ରୁ ୧୮ ବର୍ଷ ବର୍ଗଙ୍କୁ ଟିକା ପାଇଁ ଆଜି ସନ୍ଧ୍ୟାରୁ ସ୍ଲଟ୍ ବୁକିଂ ହେବ। ସ୍ଲଟ୍ ବୁକିଂ କରିଥିବା ୧୫ରୁ ୧୮ ବର୍ଷ ବର୍ଗ ପିଲା କାଲିଠାରୁ ଟିକା ନେବେ।

Story Of Dipu - Cuttack Boy Who Sells Tea On Cycle To Earn Livelihood For Family
ଶୈଶବ କାନ୍ଧରେ ପରିବାର ବୋଝ; କଟକର ଗଳିକନ୍ଦିରେ ବୁଲି ବିକ୍ରି କରୁଛନ୍ତି ଚା’

କଟକ ଜାଉଁଳିଆପଟି ଅଞ୍ଚଳର କୁନି ଚା ବିକାଳି ଉମା ଶଙ୍କର ଚୌଧୁରୀ ଓରଫ ଦୀପୁ । ମାତ୍ର ୧୧ ବର୍ଷ ବୟସରେ ସେ ପରିବାର ପ୍ରତିପୋଷଣ ପାଇଁ କଟକର ଗଳିକନ୍ଦିରେ ବୁଲି ଚା ବିକ୍ରି କରିଥାନ୍ତି । କେବଳ ଏତିକି ନୁହେଁ ଏହାସହ ସେ ଫୋନରେ ଅନଲାଇନ୍ ଅର୍ଡର ନେଇ ମଧ୍ୟ ଚାହା ଯୋଗାଇଥାନ୍ତି ।

Anubhav Mohanty
କଟକର ଏହି ଘରେ ତିଆରି ହେଉଛି ଜାଲ୍ କାଗଜପତ୍ର ! ଚର୍ଚ୍ଚାରେ ଅନୁଭବ

ସାଂସଦ ଅନୁଭବ ମହାନ୍ତି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି । ତାହା ପୁଣି ଜାଲ୍ କାଗଜପତ୍ରକୁ ନେଇ । ସେ ନିଜେ କେଉଁଠୁ ପାସ୍ କରିଛନ୍ତି, ତାର ସଠିକ୍ ପ୍ରମାଣ ଦେଇପାରୁନାହାନ୍ତି । ତାଙ୍କ ବାପା ବି ସାର୍ଟିଫିକେଟ୍ ଜାଲିଆତି କରିଥିଲେ । ସେଥିପାଇଁ ନିନ୍ଦିତ ହୋଇଛନ୍ତି । ଏବେ ଅନୁଭବ କହିଲେଣି, ତାଙ୍କ ପତ୍ନୀ ବର୍ଷା ବି କାଗଜପତ୍ର ଜାଲିଆତି କରିଛନ୍ତି ।

junior Doctors Protest
ତୀବ୍ର ହେଉଛି ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ, ରୋଗୀ ହନ୍ତସନ୍ତ

ପିଜି ଡାକ୍ତରୀ ଛାତ୍ରଛାତ୍ରୀମାନେ କଳା ବ୍ୟାଜ୍ ପିନ୍ଧି ପ୍ରତୀକାତ୍ମକ ବିରୋଧ କରିବା ସହ ନାରାବାଜି ମଧ୍ୟ କରିଥିଲେ ।

Special story
ପଦବୀ ଗଲା ପରେ ପଚାରେ କିଏ ?

ଦିନେ ଗୁହାରି ଧରି ଲୋକେ ଆସୁଥିଲେ, ଆଉ ସହାୟତା ପାଉଥିଲେ ହେଲେ ଆଜି ସେ ଦିନକୁ ଦୁଇ ମୁଠା ଖାଇବା ଯୋଗାଡ଼ କରିବାକୁ ନାନା ସଂଘର୍ଷ କରୁଛନ୍ତି ସମ୍ବଲପୁର ଧନକଉଡ଼ାର ପୂର୍ବତନ ବ୍ଲକ ଅଧ୍ୟକ୍ଷା ନିରାଶୀ ।

tigers foster mother
ଚାଲିଗଲେ ଖଇରୀର ମାଆ ନିହାର ନଳିନୀ : ସ୍ୱାମୀଙ୍କ ସହ ବାଘ ପାଳି ଚର୍ଚ୍ଚାକୁ ଆସିଥିଲେ

ଖଇରୀ ଅଶୀ ଦଶକର ଏକ ଚର୍ଚ୍ଚିତ ନାଁ । ପଶୁ ହୋଇ ବି ବନିଯାଇଥିଲା ମଣିଷର ସାଥୀ। ତାକୁ ପାଳିଥିଲେ ନିହାର ନଳିନୀ । ଆଜି ତାଙ୍କର ଦେହାନ୍ତ ହୋଇଛି ।

Vaccine for Children
୧୦ରୁ କଟକରେ ପ୍ରିଭେଣ୍ଟିଭ୍ ଡୋଜ୍ ବା ବୁଷ୍ଟର ଡୋଜ୍

ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏଯାବତ୍ ଦେଶରେ ୬୫୩ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ମହାରାଷ୍ଟ୍ରରେ ସର୍ବାଧିକ ୧୬୭ ଜଣଙ୍କ ଠାରେ ଓମିକ୍ରନ୍ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି ।

Debi Mishra
ନରସିଂହପୁରରେ ବିଧାୟକ ଦେବୀ ମିଶ୍ରଙ୍କୁ ବିରୋଧ, ଠେଲାପେଲା କଲେ ଯୁବକ

ବିଧାୟକ ଦେବୀ ମିଶ୍ରଙ୍କୁ ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ନରସିଂହପୁରରେ ଠେଲାପେଲାର ସମ୍ମୁଖୀନ ହୋଇଛନ୍ତି । ବିଜେଡିର ଏହି ବରିଷ୍ଠ ନେତାଙ୍କୁ ହଟହଟା ହେବାକୁ ପଡିଛି ।

Containment
ଓମିକ୍ରନ୍‌ ଭୟ ! କଟକରେ ଗୋଟିଏ ପରିବାରର ୬ ପଜିଟିଭ୍‌, କଣ୍ଟେନ୍‌ମେଣ୍ଟ ଘୋଷଣା କଲା CMC

କଟକ ନୂଆ ରାଉସାପାଟଣାର ଗୋପବନ୍ଧୁ ବିହାରରେ ଏହି ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ହେବା ପରେ ସିଏମସି ଉକ୍ତ ପରିବାର ଉପରେ କଡ଼ା କଟକଣା ଲଗାଯାଇଛି ।

kite thread
ମାଞ୍ଜା ସୂତା ଲାଗି ଜଣଙ୍କର ମୃତ୍ୟୁ ଘଟଣା, ଜଣେ ଗିରଫ; ମାଞ୍ଜା ସୂତା ବିକ୍ରି ବେଆଇନ୍

ସ୍ପେଶାଲ୍ ଏନଫୋର୍ସମେଂଟ୍ ଟିମ୍ ଗଠନ କରି କଟକର ବିଭିନ୍ନ ଗୁଡି ଦୋକାନରେ ଚଢାଉ କରାଯାଇଛି । ତେବେ ପ୍ରଶ୍ନ ଉଠିଛି ୨୦୧୬ରେ ମାଞ୍ଜା ସୂତା ଓ ପ୍ଲାଷ୍ଟିକ ସୂତା ଉପରେ ଯଦି ହାଇକୋର୍ଟ ବ୍ୟାନ ଲଗାଇଥିଲେ, ତା ହେଲେ ବେଧଡ଼କ ବ୍ୟବହାର ଚାଲିଛି କେମିତି ? କ’ଣ କରୁଛି ପୋଲିସ ?

Anubhav Barsha
ପତ୍ନୀଙ୍କ ବିରୋଧରେ ଅନୁଭବଙ୍କ ଅଭିଯୋଗ, କହିଲେ ବର୍ଷା ଦେଇଥିବା ସବୁ ଡକ୍ୟୁମେଣ୍ଟ ଜାଲ୍

ଅନୁଭବ-ବର୍ଷା କଳି ଯାଇ ପହଞ୍ଚିଛି ଲୋକସଭାରେ । ଅଦାଲତରେ ଏହାର ବିଚାର ଚାଲିଥିବା ବେଳେ ସାଂସଦ ଅନୁଭବ ମହାନ୍ତି ଲୋକସଭାକୁ ଏହି ବିବାଦକୁ ନେଇଛନ୍ତି । ବର୍ଷାଙ୍କୁ ପରୋକ୍ଷରେ ଧମକ ଦେଇ କହିଛନ୍ତି, ଏହାର ତଦନ୍ତ ଚାଲିଛି ।

Puri Shree Mandir
ପୁରୀରେ ଓମିକ୍ରନ୍‌ ଆଲର୍ଟ ! ରେଳଷ୍ଟେସନ, ବସଷ୍ଟାଣ୍ଡରେ ତୀକ୍ଷ୍ଣ ନଜର

କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିରୋ ନାଇଟ ସେଲିବ୍ରେସନ ବ୍ୟାନ୍ କରାଯାଇଥିବା ବେଳେ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆସନ୍ତା ୩୧ରୁ ୨ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରଖାଯିବା ପାଇଁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସ୍ଓପି ଜାରି କରାଯାଇଛି

Cuttack Cantenment Church
ଚର୍ଚ୍ଚରେ କୋଭିଡ୍ ନିୟମ ଉଲଂଘନ ! ପ୍ରାର୍ଥନା ବନ୍ଦ କଲା ପୋଲିସ

କଟକର କ୍ୟାଣ୍ଟନମେଣ୍ଟ କ୍ୟାଥୋଲିକ୍ ଚର୍ଚ୍ଚରେ କୋଭିଡ୍ କଟକଣା ଉଲ୍ଲଂଘନ କରାଯାଇଥିବା ଅଭିଯୋଗରେ ପ୍ରାର୍ଥନା ବନ୍ଦ କରାଯାଇଛି ।

cuttack SCB
ଏସ୍‌ସିବି ମେଡିକାଲ୍‌ରେ BSKY ଯୋଜନା ବାଟବଣା !

କଟକ ଏସସିବି ମେଡିକାଲର ଇନଡୋର ରୋଗୀଙ୍କ ପାଇଁ ମାଗଣା ମେଡିସିନ୍ ବ୍ୟବସ୍ଥା ଠପ୍ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗରେ ରୋଗୀଙ୍କୁ ମିଳୁନି ଆବଶ୍ୟକ ଇଞ୍ଜେକସନ୍ । ସରକାର ଗୋଟିଏ ପଟେ ମାଗଣା ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡ ବଣ୍ଟନ ପ୍ରଚାର ସାଙ୍ଗକୁ ମାଳମାଳ ହୋର୍ଡିଂ ମାରି ବାହାବା ନେବାରେ ବ୍ୟସ୍ତ ଥିବାବେଳେ ଅନ୍ୟପଟେ ବାସ୍ତବ ଚିତ୍ର କିଛି ଏମିତି ଲାଗୁଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏବେ ବାଟବଣା ।

Ravenshaw
ଯେତେ କହିଲେ ବି ଫରକ ପଡ଼ୁନି ! CMC ନୋଟିସ୍‌କୁ ରେଭେନ୍ସାର ପରାବାଏ ନାହିଁ

ଅମାନିଆ ହେଲେ ରେଭେନ୍ସା ଛାତ୍ରଛାତ୍ରୀ । ମନା କରିବା ସତ୍ତ୍ୱେ କ୍ୟାମ୍ପସରେ ପୁଣି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରି କୋଭିଡ୍ ନିୟମର ଉଡାଇଛନ୍ତି ଧଜିଆ । ଶହ ଶହ ଛାତ୍ରଛାତ୍ରୀ ଏକାଠି ହୋଇ ନାଚଗୀତ କରିଛନ୍ତି । କରୋନା ନିୟମକୁ ଫୁ’ କରି ପୁଣି ନାଚଗୀତରେ ମସ୍‌ଗୁଲ ହେଲେ ରେଭେନ୍‌ସିଆନ୍‌ ।

Corona
ଓଡ଼ିଶାରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ଜଣଙ୍କଠାରେ ଚିହ୍ନଟ ହେଲା ଭୂତାଣୁ। ଆଇଏଲଏସ୍ ପକ୍ଷରୁ ଦିଆଯାଇଛି ସୂଚନା

T-Bridge
ମହାନଦୀର ଦୀର୍ଘତମ ସେତୁ : ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମହାନଦୀର ସବୁଠୁ ବଡ଼ ସେତୁର ଉଦଘାଟନ ହୋଇଛି । ଏହା ହେଉଛି ଓଡିଶାର ପ୍ରଥମ T ସେତୁ । ୩ କିଲୋମିଟର ୪ ଶହ ମିଟର ଲମ୍ବ ବିଶିଷ୍ଟ ଏହି ସେତୁକୁ ୧୧୧ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି । ଏହି ସେତୁ ହେବା ପରେ ବଡମ୍ୱା ସହ ବାଙ୍କୀ, ଖୋର୍ଦ୍ଧା, ନୟାଗଡ ଓ ଭୁବନେଶ୍ୱରର ଦୂରତ୍ୱ କମିଛି ।

Congress-BJP
ନବୀନଙ୍କ ଗସ୍ତ ପୂର୍ବରୁ କଂଗ୍ରେସ-ବିଜେପି କର୍ମୀଙ୍କୁ ଉଠାଇ ନେଲା ପୋଲିସ୍‌

ନବୀନଙ୍କ ଗସ୍ତ ପୂର୍ବରୁ କଂଗ୍ରେସ-ବିଜେପି କର୍ମୀଙ୍କୁ ଉଠାଇ ନେଲା ପୋଲିସ, ଆଜି ମହାନଦୀରେ T ସେତୁର ଉଦଘାଟନ୍‌

Anubhav Mohanty
ଘର ଚାବି ପାଇଁ ସାମ୍ନାସାମ୍ନି ହେଲେ ବର୍ଷା-ଅନୁଭବ : ସିସିଟିଭି ଫୁଟେଜ ଭାଇରାଲ

ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ। ସିସିଟିଭି ଭିଡ଼ିଓରେ ଉଭୟ ସାମ୍ନାସାମ୍ନି ହୋଇଥିବା ଦେଖିବାକୁ ମିଳିଛି। କିନ୍ତୁ ଅନୁଭବ ବର୍ଷାଙ୍କୁ କଣ କହୁଛନ୍ତି ତାହା ସ୍ପଷ୍ଟ ଶୁଣାଯାଉନାହିଁ। କିନ୍ତୁ ଆଇନର କଥା ଅନୁଭବ ବର୍ଷାଙ୍କୁ କହିବା ସହ ଏକ ଚାବି ଖୋଲୁଥିବା ଦେଖିବାକୁ ମିଳିଛି